ନୂଆଗାଁରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର
ଦଶପଲ୍ଲା : ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ କାର୍ଯ୍ୟାଳୟରେ ଆଜି ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜିର ଏହି ଶିବିରରେ ସମୁଦାୟ ୮୬ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ଏଥିମଧ୍ୟରୁ ୭୪ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବା ସହ ୯ ଗୋଟି!-->…
Read More...
Read More...