ବିଜେପି ପକ୍ଷରୁ ଭ୍ରଷ୍ଟାଚାର ଦିବସ ପାଳିତ

ହରଭଙ୍ଗା,୫/୩:- ଆଜି ହରଭଙ୍ଗା ବ୍ଲକ କାର୍ଯ୍ୟାଳୟରେ ବିଜେପି ପକ୍ଷରୁ ବରିଷ୍ଠ ବିଜେପି ନେତା ସୁଶାନ୍ତ ପ୍ରଧାନଙ୍କ ନେତୃତ୍ୱରେ ଭ୍ରଷ୍ଟାଚାର ଦିବସ ପାଳନ କରାଯାଇଥିଲା । ରାଜ୍ୟ ସରକାରଙ୍କ ବିପର୍ଯ୍ୟସ୍ତ ଆଇନ ବ୍ୟବସ୍ଥା ବିରୁଦ୍ଧରେ ଏହି ସଭା ଆୟୋଜନ କରାଯାଇଥିଲା । ସମସ୍ତ ବିଜେପି କର୍ମୀମାନେ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ବିଜୁ ଏକ୍ସପ୍ରେସ୍‌ ୱେ’ ଲୋକାର୍ପିତ, ମୁଁ କଥାରେ ନୁହେଁ, କାମରେ ବିଶ୍ୱାସ କରେ

ଗୋଲାମୁଣ୍ଡା,୫/୩:- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପଶ୍ଚିମ ଓଡିଶାର ୩ଟି ଜିଲ୍ଲା(ବରଗଡ, ନୂଆପଡା ଓ କଳାହାଣ୍ଡି) ଗସ୍ତ ଅବସରରେ ‘ବିଜୁ ଏକ୍ସପ୍ରେସ୍‌ ୱେ’ର ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଗୋଲାମୁଣ୍ଡା ବ୍ଲକ ବୃନ୍ଦାବାହାଲ ଠାରେ ମୋଟ ୫୨୭ କୋଟି ଟଙ୍କାର ୯୩ଟି ପ୍ରକଳ୍ପର
Read More...

ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ପାଳିତ

ପାରଳାଖେମୁଣ୍ଡି: ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ ପାରଳାଖେମୁଣ୍ଡିର ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷ ଠାରେ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରରେ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଜି.ତ୍ରିପତି ରାଓ, ଜିଲ୍ଲା
Read More...

ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚରେ ପ୍ରେସ ଏକାଦଶକୁ ହରାଇଲା ଜିଲ୍ଲା କ୍ରୀଡ଼ା ସଂଘ

ସମ୍ବଲପୁର: ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଆଜି ଅନୁଷ୍ଠିତ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚରେ ପ୍ରେସ ଏକାଦଶ ବିରୁଦ୍ଧରେ ଜିଲ୍ଲା କ୍ରୀଡ଼ା ସଂଘ ବିଜୟ ଲାଭ କରିଛି । ଜିଲ୍ଲାରେ କ୍ରୀଡାର ବିକାଶ ପାଇଁ ଉଚିତ ବାତାବରଣ ନିର୍ମାଣ ସହିତ ସେ ବିଷୟରେ ନିର୍ଭୁଲ ଖବର ପରିବେଷଣକୁ
Read More...

ଲୁଟେରା ଗ୍ୟାଙ୍ଗର ୪ଜଣ ଗିରଫ

ପୁରୀ: ପୁରୀ ବଳିଆପଣ୍ଡା ଥାନା ପୋଲିସକୁ ବଡ଼ ସଫଳତା । ଆନ୍ତଃଜିଲ୍ଲା ଲୁଟେରା ଗ୍ୟାଙ୍ଗର ଚାରି ଅଭିଯୁକ୍ତକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତଙ୍କ ଠାରୁ ଗୋଟିଏ ବନ୍ଧୁକ ସହିତ ଗୋଟେ ଜୀବନ୍ତ ଗୁଳି ଓ ୭ ଟି ସୁନା ଚେନ, ୨ ଟି ମୁଦି, ୭ ଟି ମୋବଇଲ ଫୋନ ଓ ନଗଦ ୬୦୦୦ ଟଙ୍କା ସହ
Read More...

ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳିତ

ବାଲିଗୁଡ଼ା: ଆଜି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୭ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ମାର୍ଚ୍ଚ ୫ ତାରିଖକୁ ବିଜେଡ଼ି ପକ୍ଷରୁ ବିଜୁବାବୁଙ୍କ ଜୟନ୍ତୀ ଭାବରେ ପାଳନ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ତୁମୁଡ଼ିବନ୍ଧ ବ୍ଲକ୍‌ ଅନ୍ତର୍ଗତ
Read More...

ମେଘପାଳ ପଞ୍ଚାୟତରେ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ

ସମ୍ବଲପୁର: ସ୍ଥାନୀୟ ଯୁଯୋମୁରା ବ୍ଲକ୍‌ ଅନ୍ତର୍ଗତ ମେଘପାଳ ପଞ୍ଚାୟତରେ ଆଜି ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି । ପ୍ରାରମ୍ଭରେ ସ୍ୱାଧୀନତା ସଂଗ୍ରାମୀ, ଆଧୁନିକ ଯୁଗର ନବ ନିର୍ମାତା ତଥା ଓଡିଶାର ପୁର୍ବତନ ମୁଖ୍ୟମନ୍ତ୍ରୀ ବିଜୁବାବୁଙ୍କ ୧୦୭ ତମ ସ୍ୱନକ୍ଷତ୍ର ଦିବସ ଅବସରରେ
Read More...

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀ ପାଳିତ

ଦଶପଲ୍ଲା : ଦଶପଲ୍ଲା ସ୍ୱାଭିମାନ ମଞ୍ଚ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଜେଡିର ବହୁ ପୁରୁଖା କର୍ମୀ ଓ ନେତୃତ୍ୱ ସାମିଲ ହୋଇଥିଲେ । ପୂର୍ବତନ ବିଜେଡି ଜିଲ୍ଲା ଉପସଭାପତି ତଥା ସ୍ୱାଭିମାନ ମଞ୍ଚ ଆବାହକ ପ୍ରଦୋଷ କୁମାର ଜେନାଙ୍କ ନେତୃତ୍ୱରେ ଏହି ବିଜୁ ଜୟନ୍ତୀ ଉତ୍ସବ ପାଳିତ
Read More...

ଗ୍ରୀଷ୍ମ ପ୍ରବାହ ମୁକାବିଲାକୁ ନେଇ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଆତ୍ମ ନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ସମ୍ମିଳନୀ କକ୍ଷଠାରେ ଆଗାମୀ ଗ୍ରୀଷ୍ମ ପ୍ରବାହରେ ସତର୍କ ରହିବା ଓ ଅଂଶୁଘାତ ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

୯୩ଗ୍ରାମ ବ୍ରାଉନସୁଗାର ଜବତ, ଜଣେ ଗିରଫ

ପୁରୀ: ପୁରୀ ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଅବକାରୀ ସଦର ରେଞ୍ଜ ନିରୀକ୍ଷିକା ମାନସୀ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ କୋଣାର୍କ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ କଟକ ଜିଲ୍ଲା ନିଆଳି ଥାନା ଅଧୀନ
Read More...