ନିଖିଳ ଓଡ଼ିଶା ଆଶା କର୍ମୀ ସ଼ଂଘ ପାଟଣାଗଡ଼ ଶାଖ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ପାଟଣାଗଡ଼ : ନିଖିଳ ଓଡ଼ିଶା ଆଶା କର୍ମୀ ସ଼ଂଘ ପାଟଣାଗଡ଼ ଶାଖା ପକ୍ଷରୁ ବିଭିନ୍ନ ସମସ୍ୟାର ସମାଧାନ ନେଇ ଏକ ୫ ଦଫା ସମ୍ବଳିତ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଘସିଏନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ଅଜିତ କୁମାର ମେହେରଙ୍କ ଜରିଆରେ ପ୍ରଦାନ କରିଛନ୍ତି ।
Read More...

ଓଡିଶା ସୀମାନ୍ତ ରାସ୍ତା ନିର୍ମାଣକୁ ବିରୋଧ କଲା ଛତିଶଗଡ଼, ଦ୍ୱନ୍ଦ୍ୱରେ ଉଭୟ ରାଜ୍ୟ ପ୍ରଶାସନ

ସିନାପାଲି : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ସୀମାନ୍ତ କୁସୁମଯୋର ପଂଚାୟତରେ ଏକ ରାସ୍ତା ନିର୍ମାଣକୁ ନେଇ ଉଭୟ ଓଡିଶା ଓ ଛତିଶଗଡ଼ ମଧ୍ୟରେ ପୁଣି ବିବାଦ ଦେଖା ଦେଇଛି । ଉଭୟ ପ୍ରଶାସନ ଏହି ରାସ୍ତାକୁ ନେଇ ଦ୍ୱନ୍ଦ୍ୱରେ ରହିଥିବା ବେଲେ ଆଜି ଛତିଶଗଡ଼ ଜନସାଧାରଣ ଏହାକୁ ତୀବ୍ର ବିରୋଧ
Read More...

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ

ସୁବର୍ଣ୍ଣପୁର : ପବିତ୍ର ହୋଲି ଅବସରରେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ପକ୍ଷରୁ ଗତକାଲି ସ୍ଥାନୀୟ ପ୍ରଭାସ ଲଜ ସମ୍ମୁଖରେ ହୋଲି ଉତ୍ସବ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ଯୋଗ ଦେଇ ମା ସୁରେଶ୍ୱରୀଙ୍କ ଫଟୋ ଚିତ୍ରରେ ପୂଜା ଅର୍ଚ୍ଚନା ସହ
Read More...

ବାରିକୁମ୍ପାରେଠାରେ ଧୁମଧାମରେ ପାଳିତ ହେଲା ହୋଲି ପର୍ବ

ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ୍‌ ଅନ୍ତର୍ଗତ ମା' ବରାଳ ଦେବି ମନ୍ଦିର ନିକଟସ୍ଥ ବଲସକୁମ୍ପା ପଞ୍ଚାୟତରେ ଥିବା ବାରୀକୁମ୍ପାଠାରେ ପାଳିତ ହେଇଯାଇଛି ଦୋଳ ଯାତ୍ରାର ହୋଲି ପର୍ବ । ଏହି ହୋଲି ପର୍ବଟି ୨୦୨୦ ରୁ ଦୁଇ ବର୍ଷ ହେଲା କରୋନା ମହାମାରୀ ପାଇଁ ବନ୍ଦ ହୋଇଥିଲା । ଏବର୍ଷ
Read More...

ସୁବର୍ଣ୍ଣପୁରରେ ବିଶ୍ୱ ମହିଳା ଦିବସ ପାଳିତ

ସୁବର୍ଣ୍ଣପୁର :ଜିଲ୍ଲା ସଦର ମହକୁମା ବ୍ଲକ ଛକଠାରେ ଥିବା ସୁବର୍ଣ୍ଣା ନାରୀ ଜାଗରଣ କେନ୍ଦ୍ର କାର୍ଯ୍ୟାଳୟ ପରିସରରେ ସୁବର୍ଣ୍ଣା ଏବଂ ସୁବର୍ଣ୍ଣପୁର ଗାୟତ୍ରୀ ପରିବାରର ମିଳିତ ଆନୁକୂଲ୍ୟରେ ବିଶ୍ୱ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ସମାରୋହରେ ହୋଲିକା ଦହନ ସହ ଦୀପ ମହାଯଜ୍ଞର ଆୟୋଜନ
Read More...

ଆନ୍ଧ୍ରରେ ୫ ଓଡ଼ିଆ ଶ୍ରମିକଙ୍କୁ ନିର୍ଯାତନା ଅଭିଯୋଗ,ଉଦ୍ଧାର ପାଇଁ ଭିଡିଓ ମାଧ୍ୟମରେ ଶ୍ରମିକଙ୍କ ନିବେଦନ

ନୂଆପଡ଼ା : ଆନ୍ଧ୍ର ପ୍ରଦେଶରେ ବନ୍ଧା ପଡ଼ିଛନ୍ତି ୫ଦାଦନ ଶ୍ରମିକ । ସେମାନେ ସମସ୍ତେ ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ତଲାକୋଟ ଗାଁର । ସେମାନେ ହେଲେ ଲଚମନି ମାଝି, ଝଳସାଏ ମାଝି, କମଳ ମାଝି, ରମେଶ ଚିନ୍ଦା ଓ ଲକ୍ଷ୍ମୀ ମାଝି । ସେମାନଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ଯୁବତୀ ଓ ୨ଯୁବକ ।
Read More...

ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ର, ଭଙ୍ଗା ଦଦରା ଘରେ ଭବିଷ୍ୟତ ଗଢୁଛନ୍ତି ଦେଶର ଭବିଷ୍ୟତ

ବାଲିଗୁଡ଼ା: ଭଙ୍ଗା ଦଦରା ଘରେ ଚାଲିଛି ଶିକ୍ଷା ଦାନ । ବିପଦ ସଂକୁଳ ଅବସ୍ଥାରେ ଗଢ଼ାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ୍‌ ଅନ୍ତର୍ଗତ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ
Read More...

ଆକାଂକ୍ଷା ମହିଳା ସଂଗଠନ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିର ଅଗ୍ରଣୀ ମହିଳା ସଂଗଠନ ‘ଆକାଂକ୍ଷା’ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ସଂଗଠନର ସଭାନେତ୍ରୀ ଶ୍ରିମତି ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥିମାନଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ଜ୍ୱଳନ କରାଯିବା
Read More...

ପଦ୍ମଶ୍ରୀ ଡା. ପ୍ରଫୁଲ୍ଲ ଜେନାଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

ପୁରୀ: ବିଶିଷ୍ଟ ବୈଜ୍ଞାନିକ ପଦ୍ମଶ୍ରୀ ପ୍ରଫେସର ଡା. ପ୍ରଫୁଲ୍ଲ କୁମାର ଜେନାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ ସ୍ୱର୍ଗଦ୍ୱାରଠାରେ କରାଯାଇଛି । ଭାରପ୍ରାପ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ସ୍ୱର୍ଗଦ୍ୱାରରେ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ
Read More...

ଶ୍ରୀମନ୍ଦିରରେ ଦୋଳ ଉତ୍ସବ ପାଳିତ

ପୁରୀ : ଶ୍ରୀକ୍ଷେତ୍ରରେ ପବିତ୍ର ଦୋଳପୂର୍ଣ୍ଣିମାରେ ମହାପ୍ରଭୁ ଭକ୍ତଙ୍କ ସହ ଫଗୁ ଓ ଅବୀର ଖେଳିଛନ୍ତି । ଦୋଳପୁର୍ଣ୍ଣିମା ପାଇଁ ଚଳଚଞ୍ଚଳ ହୋଇପଡିଥିଲା ଶ୍ରୀକ୍ଷେତ୍ର । ଦୋଳବେଦୀରେ ଦୋଳଠାକୁର ଦୋଳଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀଙ୍କ ସମସ୍ତ ରୀତି, ନୀତି ସଂପନ୍ନ ହୋଇଛି । ସେପଟେ
Read More...