ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ସଚେତନତା ଶିବିର
ପାରଳାଖେମୁଣ୍ଡି : ମାନ୍ୟବର ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ କଟକ ଓ ମାନ୍ୟବର ଜିଲ୍ଲା ଦୌରାଜଜ ତଥା ଅଧ୍ୟକ୍ଷ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ କାଶୀନଗର ସ୍ଥିତ ବ୍ଲକ ସମ୍ମିଳନୀ କକ୍ଷଠାରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ!-->…
Read More...
Read More...