ଗଞ୍ଜେଇ ଭର୍ତ୍ତି ଟ୍ରକ୍ ସହ ସହଯୋଗୀ କାର୍ ଜବତ, ୩ ମାଫିଆ ଗିରଫ
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ବଡ଼ ସଫଳତା । ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୧୭୫କେଜି ୬୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ଟ୍ରକ୍ ଓ ଗୋଟିଏ କାର୍କୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ତିନିଜଣ!-->…
Read More...
Read More...