ସରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାର ଦେଲେ ଖୁସି ଖବର
ଭୁବନେଶ୍ବର : ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ସୂଚନା ଅନୁଯାୟୀ, ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ!-->!-->!-->…
Read More...
Read More...