ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ପ୍ରତ୍ୟେକ ବିପର୍ଯ୍ୟୟରେ ଆମର ଏକମାତ୍ର ଲକ୍ଷ୍ୟ ହେଉଛି ଜିରୋ କାଜୁଆଲ୍ଟି । ବାତ୍ୟା ଆନ୍ଧ୍ରପ୍ରଦେଶରେ!-->…
Read More...
Read More...