ଜିଲ୍ଲା ସ୍ତରୀୟ କୃଷିଯନ୍ତ୍ରପାତି ମେଳା ଅନୁଷ୍ଠିତ

ସୁବର୍ଣ୍ଣପୁର :ରାଜ୍ୟରେ କୃଷିଓକୃଷକଙ୍କୁ ଶସକ୍ତ କରିବାପାଇଁ ରାଜ୍ୟସରକାର ପ୍ରତି ଜିଲ୍ଲାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅନୁଷ୍ଠିତ କରିବା ଉପରେ ପଦକ୍ଷେପ ନେଇଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ସହରର ରୟାଲପଡିଆ ଠାରେ ଜିଲ୍ଲା କୃଷିବିଭାଗ ଆନୁକୂଲ୍ୟରେ ଜିଲ୍ଲା
Read More...

ଭବାନୀପାଟଣା ଠାରେ ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ

ଭବାନୀପାଟଣା,୧୦/୨: ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ଅଧ୍ୟକ୍ଷତାରେ ତୃତୀୟ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଧର୍ମଗଡ ବିଧାୟକ ଶ୍ରୀ ମୌଷଧି ବାଗ , ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରି, ଜିଲ୍ଲପାଳ ପି
Read More...

ପାରଳାଖେମୁଣ୍ଡି ପୌରପରିଷଦକୁ ବାଲ୍ୟବିବାହ ମୁକ୍ତ କରିବା ନିମନ୍ତେ ବୈଠକ

ପାରଳାଖେମୁଣ୍ଡି,୧୦/୨:- ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ପାରଳାଖେମୁଣ୍ଡି ପୌରପରିଷଦକୁ ବାଲ୍ୟବିବାହ ମୁକ୍ତ କରିବା ପାଇଁ ଏକ ବୈଠକ ଜିଲ୍ଲାପାଳଙ୍କ ସମିଳନୀ କକ୍ଷ-୨ ରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ପାରଳାଖେମୁଣ୍ଡି ପୌରପରିଷଦର
Read More...

ଭାରତୀୟ ଜନତା ପାର୍ଟି ଶକ୍ତିକେନ୍ଦ୍ର ତିଲେଶ୍ୱର ପଞ୍ଚାୟତରୁ ଶୁଭାରମ୍ଭ

ହରଭଙ୍ଗା,୧୦/୨:- ବୌଦ୍ଧ ଜିଲ୍ଲାରେ ବିଗତ ପଞ୍ଚାୟତ ନିର୍ବାଚନରେ ବିଜେପି ଆଂଶିକ ସଫଳତା ହାସଲ କରିଥିବା ନେଇ ଆଗାମୀ ପଂଚାୟତ ନିର୍ବାଚନକୁ ନେଇ ବିଜେପି ମହଲରେ ଚଳଚଞ୍ଚଳ ହୋଇଉଠିଛି । ଜିଲ୍ଲାରେ ଆଗାମୀ ନିର୍ବାଚନ ପାଇଁ ବିଜେପି ନିଜର ବୁଥସ୍ତରରୁ ମଜଭୁତ କରିବା ପାଇଁ ଶକ୍ତିକେନ୍ଦ୍ର ସ୍ଥାପନ
Read More...

ସୁରକ୍ଷିତ କ୍ୟାମ୍ପସ୍‌ ଦାବିରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ଧାରଣା

ବଲାଙ୍ଗୀର : ଆକ୍ରମଣ ଘଟଣାରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ୩ଦଫା ଦାବୀପତ୍ର କୁଳପତିଙ୍କୁ ପ୍ରଦାନ କରାଯାଇଛି । ଗୁରୁବାର ସନ୍ଧ୍ୟାରେ ଜଣେ ଅଣଛାତ୍ର ହଷ୍ଟେଲରେ ପଶି ୨ଜଣ ଛାତ୍ରଙ୍କୁ ବ୍ଲେଡରେ ଆକ୍ରମଣ କରିଥିଲା । ପୂର୍ବରୁ ମଧ୍ୟ ଏଭଳି ଅଘଟଣ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପରିସରରେ
Read More...

ଜିଲ୍ଲା କ୍ଷେତ୍ର ପରିଦର୍ଶନ ଓ ବିଭିନ୍ନ ଯୋଜନର ସମୀକ୍ଷା କଲେ ବିଭାଗୀୟ ଷ୍ଟାଣ୍ଡିଂ କମିଟି

ପାରଳାଖେମୁଣ୍ଡି: ବିଭାଗୀୟ ଅନୁବନ୍ଧିତ ଷ୍ଟାଣ୍ଡିଂ କମିଟି ମାନ୍ୟବର ସବ୍‌-କମିଟି -୩ର ଘଟଣାସ୍ଥଳ ପରିଦର୍ଶନ କାର୍ଯ୍ୟକ୍ରମ -୬, ଆଜି ଜିଲ୍ଲା ଗ୍ରସ୍ତ କରିବା ସହ ବିଭିନ୍ନ ଯୋଜନାର ସମୀକ୍ଷା କରିଛନ୍ତି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ସମବାୟ ବିଭାଗ ଓ ହସ୍ତତନ୍ତ୍ର ଓ ବୟନ ଶିଳ୍ପ
Read More...

ଗ୍ରୀନ୍‌ ଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ :ଶ୍ରୀଜଗନ୍ନାଥ ଧାମ୍‌ ପୁରୀକୁ ସାରା ବିଶ୍ୱ ସହିତ ଯୋଡ଼ିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ପ୍ରକ୍ରିୟା । ପୁରୀ ସହର ଉପକଣ୍ଠ ଗିରଳ ଛକ ନିକଟରେ ଗ୍ରୀନ୍‌ ଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଏୟାରପୋର୍ଟ ଅଥୋରିଟି ଅଫ୍‌ ଇଣ୍ଡିଆର ଏକ
Read More...

ସୁଆଣ୍ଡୋ ଗ୍ରାମ ପରିଦର୍ଶନ କଲେ ୫-ଟି ସଚିବ,୨୩ରେ ପୁନଃବିକଶିତ ଜନ୍ମପୀଠର ହେବ ଲୋକାର୍ପଣ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଆଜି ପୁରୀ ଜିଲ୍ଲାର ସୁଆଣ୍ଡୋସ୍ଥିତ ଗୋପବନ୍ଧୁଙ୍କ ଜନ୍ମପୀଠର ପରିଦର୍ଶନ କରି ଏହାର ପୁନଃବିକାଶ କାର୍ଯ୍ୟ ତଦାରଖ କରିଥିଲେ । ଉତ୍କଳମଣିଙ୍କ ଗାଁ ଶିବ ମନ୍ଦିର ଲୋକେଶ୍ୱର
Read More...

ଜିଲ୍ଲା ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଉଦଯାପିତ

ପୁରୀ : ଟାଉନ ହଲ ଠାରେ ଦୀର୍ଘ ୩ ଦିନ ଧରି ପରିଚାଳିତ ହେଉଥିବା ପୁରୀ ଜିଲ୍ଲା ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗୃହ ତଥା କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ
Read More...

ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା -୨୦୨୩ ଉଦ୍‌ଘାଟିତ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ସ୍ଥାନୀୟ ଗଜପତି ଷ୍ଟାଡିୟମ୍‌ ପାରଳାଖେମୁଣ୍ଡି ପରିସରରେ ଉଦଘାଟିତ ହୋଇଯାଇଛି । ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ
Read More...