ବୌଦ୍ଧ ଯୁବ ରେଡ୍‌କ୍ରସ ପକ୍ଷରୁ ରକ୍ତଦାନ ଶିବିର

ବୌଦ୍ଧ: ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଯୁବ ରେଡକ୍ରସ ପକ୍ଷରୁ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଅଭିନାଶ ମିଶ୍ର ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ସ୍ୱାସ୍ଥ୍ୟ
Read More...

ଯୁବ ରେଡକ୍ରସ ତରଫରୁ ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଶଙ୍କରାଖୋଲଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡକ୍ରସ ତରଫରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଯୁବ ରେଡକ୍ରସର ଜିଲ୍ଲା ସଂଯୋଜକ ଡ଼. ବିଭୁତି ଭୂଷଣ ଆଚାର୍ଯ୍ୟ ମୁଖ୍ୟ ଅତିଥ୍‌ ଭାବେ ଯୋଗ
Read More...

ନକ୍ସଲ ପ୍ରବଣ ଅଞ୍ଚଳ ଗୋଛାପଡାଠାରେ ବିଏସଏଫ କ୍ୟାମ୍ପର ଜନ ସମ୍ପର୍କ ଶିବିର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଗୋଛାପଡାଠାରେ ସୀମା ସୁରକ୍ଷା ବାହିନୀର ମାଗଣା ସ୍ୱାସ୍ଥ୍ୟ ଶିବିର । ନୂତନ ଭାବେ ଅବସ୍ଥାପିତ ହେଇଥିବା ଗୋଛାପଡା ସ୍ଥିତ ବିଏସଏଫ କ୍ୟାମ୍ପ ତରଫରୁ ଆଜି ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ସହଯୋଗୀ କମାଣ୍ଡାଣ୍ଟ ତଥା
Read More...

ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ଉତ୍ସବ ପାଳିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ମହାରାଜା ବାଳିକା ଉଚ୍ଚ ବିଦ୍ୟାଳୟର ଶତ ବାର୍ଷିକୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଥମେ ଉଚ୍ଚ ବିଦ୍ୟାଳୟ ପରିସରରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ନୂତନ ପ୍ରତିମୂର୍ତ୍ତିର ଉନ୍ମୋଚନ
Read More...

ଜାତୀୟ ବିଜ୍ଞାନ ଦିବସ ପାଳିତ

ଫୁଲବାଣୀ:- କନ୍ଧମାଳ ଜିଲ୍ଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀଠାରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଇତ୍ୟବସରରେ ବିଦ୍ୟାଳୟର ବିଦ୍ୱତ ପରିଷଦର ସମ୍ପାଦକ ତଥା ମୁଖ୍ୟ ଅତିଥି ସନ୍ତୋଷ କୁମାର ରଥ ଉପସ୍ଥିତ ରହି ମାର୍ଗ ଦର୍ଶନ କରିଥିଲେ । ପ୍ରାୟ ୭୦୦ ଶିଶୁ ବିଭିନ୍ନ
Read More...

କଳସ ଯାତ୍ରା ସହ ଆରମ୍ଭ ହେଲା ଚଣ୍ଡି ମନ୍ଦିର ପ୍ରତିଷ୍ଠା ଉତ୍ସବ

ଜହ୍ନାପଙ୍କ,୨୮/୨: ବୌଦ୍ଧ ବ୍ଳକ ଲଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଚଣ୍ଡିତଳର ନିର୍ମାଣ ହୋଇଥିବା ଚଣ୍ଡି ମନ୍ଦିରର ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ଆରମ୍ଭ ହୋଇଛି । ପୂର୍ବାହ୍ନ ୧୦ ଟାରେ ଚନ୍ଦ୍ରପୁର ଲଷ୍ମୀସାଗରରେ ଗଙ୍ଗା ମାତାଙ୍କୁ ଆବାହନ କରି ଶତାଧିକ ମହିଳା, ଯୁବତୀମାନେ କଳସୀରେ ଜଳ ଧରି ଏକ
Read More...

ବୀର ସୁରେନ୍ଦ୍ର ସାଏଙ୍କ ପୂଣ୍ୟତିଥି ଅବସରରେ ସଫେଇ ଅଭିଯାନ

ସମ୍ବଲପୁର: ମହାନ ସ୍ୱାଧୀନତା ସଂଗ୍ରାମୀ ଜାତୀୟ ବୀର ସୁରେନ୍ଦ୍ର ସାଏଙ୍କର ୧୩୯ ତମ ପୁଣ୍ୟତିଥି ଅବସରେ ଆଜି ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ଭାରତୀ ସମାଜ ଓ ପଶ୍ଚିମାଞ୍ଚଳ ଏକତା ମଂଚ ତରଫରୁ ବୁଢାରାଜା ପାହାଡ ଉପରେ ସଫେଇ ଅଭିଯାନ କରାଯାଇଥିଲା । ଏହି ଅବସରରେ ଉଲଗୁଲାନ ସ୍ମାରକୀ ନିକଟରେ
Read More...

ନନ୍ଦନବନରେ ୧୧ ଠେକୁଆଙ୍କ ମୃତ୍ୟୁ, ବନବିଭାଗର କାର୍ଯ୍ୟ ଉପରେ ଉଠିଲା ପ୍ରଶ୍ନ

ହରଭଙ୍ଗା : ବୌଦ୍ଧ ବନଖଣ୍ଡ ସଦର ରେଞ୍ଜ ଅନ୍ତର୍ଗତ ବୀରନରସିଂହପୁରଠାରେ ଥିବା ନନ୍ଦନବନ ପରିସରରେ ୧୧ ଗୋଟି ଠେକୁଆଙ୍କ ମୃତ୍ୟୁ ହୋଇଯାଇଥିବା ଆଜି ସକାଳେ ଦେଖିବାକୁ ମିଳିଛି । ଠେକୁଆଙ୍କ ସାମୂହିକ ମୃତ୍ୟୁ କିଭଳି ଓ କେମିତି ହେଲା ତାକୁ ନେଇ ପରିବେଶ ଓ ପ୍ରାଣୀପ୍ରେମୀ ମାନଙ୍କ ମଧ୍ୟରେ
Read More...

ପିଜୁଳି ଚାଷ କରି ଲାଭବାନ ହେଲେ ମୋହନ ପାତ୍ର

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଗୋଶାଣୀ ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ଗ୍ରାମ ପଞ୍ଚାୟତର ମଧୁସୂଦନପୁର ଗ୍ରାମରେ ପିଜୁଳି ଚାଷ କରି ବର୍ଷକୁ ୪ ରୁ ୫ ଲକ୍ଷ ଟଙ୍କା ରୋଜଗାରକ୍ଷମ ହୋଇପାରୁଥିବାର ଜଣାପଡିଛି । ଏହି ପିଜୁଳି ପ୍ଲାଣ୍ଟେସନ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ
Read More...

ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ପୂର୍ବତନ ସରପଞ୍ଚଙ୍କୁ ଜେଲଦଣ୍ଡ

ଫୁଲବାଣୀ : ମନରେଗା ଯୋଜନାର ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ଭିଜିଲାନ୍ସ ଅଦାଲତ ଜଣେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ସରପଞ୍ଚଙ୍କୁ ଜେଲଦଣ୍ଡ ଆଦେଶ ଶୁଣାଇଛନ୍ତି । ନିର୍ବାହୀ ଅଧିକାରୀଙ୍କୁ ୪ ବର୍ଷ ଜେଲ ହୋଇଥିବା ବେଳେ ସରପଞ୍ଚଙ୍କୁ ୨ ବର୍ଷ ସଜ୍ଜା ଦେଇଛନ୍ତି ଭିଜିଲାନ୍ସ ଅଦାଲତ । ସୂଚନା
Read More...