ନୀଳକଣ୍ଠେଶ୍ୱର ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

କୋକସରା: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ କୁସୁମଖୁଣ୍ଟି ମିନିଷ୍ଟାଡିଅମ ଠାରେ ନୀଳକଣ୍ଠେଶ୍ୱର କ୍ରିକେଟ କ୍ଳବ ଆନୁକୂଲ୍ୟରେ ରବିବାର ନୀଳକଣ୍ଠେଶ୍ୱର ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଛି । ଉଦଘାଟନି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେଡି ଏସଟି ସେଲ
Read More...

ମାଆ ଫୁଲ ସୁନ୍ଦରୀ ପନ୍ଦରା ସମାଜର ଦଶମ ବାର୍ଷିକ ସମ୍ମିଳନୀ ଆୟୋଜିତ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆରଏମ୍‌ସିଏସ ପ୍ରାଙ୍ଗଣରେ ମାଆ ଫୁଲ ସୁନ୍ଦରୀ ପନ୍ଦରା ସମାଜର ଦଶମ ବାର୍ଷିକ ସମ୍ମିଳନୀ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ପାରଳା ବିଧାୟକ କେ ନାରାୟଣ ରାଓ, ପୌର ପରିଷଦ ଅଧ୍ୟକ୍ଷା
Read More...

ଅଦିତି କଲେଜର ବାର୍ଷିକ ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର : ସହରର ବ୍ଲକଛକ ଠାରେ ଅବସ୍ଥିତ ଥିବା ଅଦିତି ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଚେୟାରମ୍ୟାନ ଡ଼. ଜ୍ୟୋତିରଞ୍ଜନ ବହିଦାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସୋନପୁର କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. କେଦାରନାଥ ମିଶ୍ର
Read More...

ବିଧାୟକ ସରୋଜଙ୍କ ମହାନତା : ଦୁର୍ଘଟଣାଗ୍ରସ୍ତ ଆହତଙ୍କୁ ଡାକ୍ତରଖାନାରେ କଲେ ଭର୍ତ୍ତି

ପାଟଣାଗଡ: ବଲାଙ୍ଗିର ଜିଲ୍ଲା ପାଟଣାଗଡ ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ସରାକାରୀ ଦଳ ଉପ ମୁଖ୍ୟ ସଚେତକ ସରୋଜ କୁମାର ମେହେର ସାରା ପଶ୍ଚିମ ଓଡିଶାରେ ନିଜ କାର୍ଯ୍ୟଦକ୍ଷତାକୁ ନେଇ ଚର୍ଚ୍ଚାରେ ରହି ଆସୁଥିବା ବେଳେ ଆଜି ପୁଣି ଲୋକଲୋଚନକୁ ଆସିଛନ୍ତି । ତେବେ ଲାଠୋର ଥାନାରେ କାର୍ଯ୍ୟରତ ପୋଲିସ
Read More...

କୋଟଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ଅଧିକାରୀ ମଧୂସୁଦନ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ କୋଟଗଡ଼ ବିଡ଼ିଓ ଅର୍ଜୁନ ପ୍ରଧାନ, ତହସିଲଦାର
Read More...

ଅବସରପ୍ରାପ୍ତ ସୈନିକଙ୍କୁ ନିଜ ମାଁ ମାଟିରେ ସମ୍ବର୍ଦ୍ଧନା

ସମ୍ବଲପୁର: ଭାରତୀୟ ସ୍ଥଳସେନାର ଜଣେ କର୍ମଠ ସଂଗ୍ରାମୀ ସୈନିକ ଜୁଯୋମୁରା ବ୍ଲକ ବାହାମ ପଞ୍ଚାୟତ ପଧାନପାଲି ଗ୍ରାମର ବସନ୍ତ କୁମାର ବାରିକ ସୁଦୀର୍ଘ ୨୪ ବର୍ଷରୁ ଅଧିକ ଦିନ କର୍ତ୍ତବ୍ୟ ପାଳନ ପରେ ଅବସର ନେଇ ଘରକୁ ଫେରିଛନ୍ତି । ଟ୍ରେନରୁ ଓହ୍ଲାଇବା ପରେ ତାଙ୍କୁ ପାଛୋଟି ଆଣି ଆଜି ବାହାମ
Read More...

ଜଣଙ୍କର ଭୁଲ ପାଇଁ ସମଗ୍ର ଓଡ଼ିଶା ପୁଲିସକୁ ବଦନାମ କରିବା ନିନ୍ଦନୀୟ

ସମ୍ବଲପୁର: ଗତ ରବିବାର ୨୭ ଜାନୁଆରୀ ଦିନ ଜଣେ ପୁଲିସ କର୍ମଚାରୀଙ୍କ ଗୁଳିରେ ରାଜ୍ୟ ସରକାରଙ୍କ ତତ୍କାଳୀନ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟା ନିଶ୍ଚିତ ରୂପେ ନିନ୍ଦନୀୟ, କିନ୍ତୁ ଏଥିପାଇଁ ସମଗ୍ର ଓଡ଼ିଶା ପୁଲିସକୁ ବଦନାମ କରିବା କଦାପି ଗ୍ରହଣୀୟ ନୁହେଁ ବୋଲି ଓଡ଼ିଶା ପୁଲିସ
Read More...

ନବରଙ୍ଗପୁର ପୋଲିସ ପ୍ରିମିୟର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ନବରଙ୍ଗପୁର : ନବରଙ୍ଗପୁର ପୋଲିସ ପ୍ରିମିୟର କ୍ରିକେଟ ଟୁର୍ଣ୍ଣାମେଣ୍ଟର ଉଦଯାପନି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ ଯୋଗ ଦେଇ ଖେଳାଳିଙ୍କୁ ପୁରସ୍କାର ଏବଂ ଟ୍ରଫି ପ୍ରଦାନ କରିଥିଲେ । ଅନ୍ୟତମ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଉପ
Read More...

ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବିଶ୍ୱ କର୍କଟ ଦିବସ ପାଳିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ବିଶ୍ୱ କର୍କଟ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ସଭା ଗୃହରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡକ୍ଟର ମଳୟ ତ୍ରିପାଠୀଙ୍କ ଅଧକ୍ଷତାରେ ଏକ ସଚେତନ ସଭା ଅନୁଷ୍ଟିତ ହୋଇଥିଲା । ଏଥିରେ
Read More...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ, ଦାରିଙ୍ଗବାଡ଼ି ବିଜେପିର ବ୍ଲକ ଘେରାଉ

ଦାରିଙ୍ଗବାଡ଼ି:ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତା ପ୍ରତିବାଦରେ ଦାରିଙ୍ଗବାଡ଼ି ବ୍ଲକ ବିଜେପି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରିବା ସହିତ ଅଯୋଗ୍ୟ ହିତାଧିକାରୀମାନଙ୍କୁ ତାଲିକାରୁ ବାଦ ଦେବା ଦାବିରେ
Read More...