ରାସ୍ତା ତଳକୁ ଖସିଲା ମାଲ ବୋଝେଇ ଟ୍ରକ, ଡ୍ରାଇଭର ଓ ହେଲ୍ପର ଆହତ

ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ୫୭ନଂ ଜାତୀୟ ରାଜପଥ କଖାରୁଫାଳ ଠାରେ ଗତକାଲି ବିଳମ୍ବିତ ରାତ୍ରିରେ ଏକ ଟ୍ରକ ଦୁର୍ଘଟଣା ହୋଇଥିବା ଜଣାପଡିଛି । ସୂଚନା ଅନୁଯାଇ ଝାରସୁଗୁଡାରୁ ଲୁହା ପଥର ବୋଝେଇ (OD O7AA1047)ନଂ ଥିବା ଏକ ଟ୍ରକ ପାରାଦ୍ୱୀପ ଯାଉଥିବା ବେଳେ ବୌଦ୍ଧ ଜିଲ୍ଲା ହରଭଙ୍ଗା…
Read More...

ବ୍ରାଉନସୁଗାର ଜବତ, ଜଣେ ଗିରଫ

ପୁରୀ : ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡର ଉପ-ନିରିକ୍ଷକ ସିଦ୍ଧେଶ୍ବର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ କୁମ୍ଭାରପଡ଼ା ଥାନା ଅନ୍ତର୍ଗତ ପୋଲିସ ଲାଇନ ହାଇସ୍କୁଲ ଠାରେ ଚଢ଼ାଉକରି ବିଜୟ ପ୍ରଧାନଙ୍କୁ ଗିରଫ କରିଛନ୍ତି…
Read More...

ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ବାଲିଗୁଡ଼ା: ଡ୍ରାଇଭର ଏକତା ମହାମଞ୍ଚ ଆନୁକୁଲ୍ୟରେ ଆଜି ଅର୍ଥାତ୍‌ ମାର୍ଚ୍ଚ ୧୫ ତାରିଖରୁ ୧୦ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ସହ ଧର୍ମଘଟ ଆରମ୍ଭ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ । ଏହାର ପ୍ରଭାବ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରରେ…
Read More...

ଇଙ୍କଫେଷ୍ଟ୍‌ ୨୦୨୩ ଉଦଘାଟିତ

ସୁବର୍ଣ୍ଣପୁର - ଆଜି ସ୍ଥାନୀୟ ରୟାଲପଡିଆ ଠାରେ ପଞ୍ଚମ ବାର୍ଷିକ ପୁସ୍ତକ ଓ ସାରସ୍ୱତ ମେଳା ଇଙ୍କ୍‌ଫେଷ୍ଟ୍‌ ଉଦଘାଟିତ ହୋଇଯାଇଛି । ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଜିଲ୍ଲ । ସଂସ୍କୃତି ପରିଷଦ, ସୁବର୍ଣ୍ଣିପୁରର ମିଳିତ ଆନୁକୁଲ୍ୟରେ ଆୟୋଜିତ ଏହି ଉତ୍ସବରେ ଉଦଘାଟକ ଭାବରେ…
Read More...

ଦୁର୍ଘଟଣା ଗ୍ରସ୍ତ ହେଲେ ଆଇନଜୀବୀ ଭଗବାନ ମହାନ୍ତି

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ବରିଷ୍ଠ ଆଇନଜୀବୀ ଭଗବାନ ମହାନ୍ତିଙ୍କ ସ୍ଥାନୀୟ ପେଞ୍ଜିସାହି ବିଦ୍ୟାଳୟ ସମ୍ମୁଖରେ ଥିବା ରାଜରାସ୍ତାରେ ଦୁର୍ଘଟଣାରେ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ତାଙ୍କର ଆଶୁ ଆରୋଗ୍ୟ ପାଇଁ…
Read More...

ପଞ୍ଚାୟତସ୍ତରୀୟ ସମବାୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା

ହରଭଙ୍ଗା,୧୪/୩:- ହରଭଙ୍ଗା ବ୍ଲକ ସାଂପୋଚ ସମବାୟ ସମିତି ଲିଃ ଆନୁକୂଲ୍ୟରେ ଦୁଇ ଗୋଟି ପଂଚାୟତ ର ଚାଷୀଭାଇ ମାନଙ୍କୁ ନେଇ ଆଜି ପଂଚାୟତ ସ୍ତରୀୟ ବ୍ୟାଙ୍କିଙ୍ଗ ସେବା ଓ ଋଣ କର୍ମଶାଳା ସମିତିର ସଭାପତି ବିଶ୍ୱଜିତ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ…
Read More...

ଆନିମିଆ ମୁକ୍ତ ଭାରତ ଅଭିଯାନର ସଫଳତା ପାଇଁ ନନ୍ଦାହାଣ୍ଡି ସିଏଚ୍‌ସି ପୁରସ୍କୃତ

ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ସ୍ଥାନୀୟ ସାଇ କଲ୍ୟାଣ ମଣ୍ଡପଠାରେ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି, ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଆୟୋଜିତ ସମ୍ମିଳନୀରେ ନୀତି ଆୟୋଗ ଅନୁଦାନରେ କାର୍ଯ୍ୟକାରୀ ହେଉଥିବା ଆନିମିଆ ମୁକ୍ତ ଭାରତ ଅଭିଯାନରେ…
Read More...

ଘୁ ଉଦୟଗିରି ବନବିଭାଗ ପକ୍ଷରୁ ଜଙ୍ଗଲ ନ ପୋଡ଼ିବାକୁ ସଚେତନତା ରଥର ଶୁଭାରମ୍ଭ

ଘୁ ଉଦୟଗିରି: ସ୍ଥାନୀୟ ବନ ବିଭାଗ ରେଞ୍ଜର ମୀନାକ୍ଷୀ କୁମରାଙ୍କ ନେତୃତ୍ୱରେ ଆଜି ସ୍ଥାନୀୟ ବନ ବିଭାଗ କାର୍ଯ୍ୟାଳୟ ତରଫରୁ ନିଆଁ ଦାଉରୁ ଜଙ୍ଗଲକୁ ରକ୍ଷା କରିବା ଓ ଜଙ୍ଗଲରେ ନିଆଁ ନ ଲଗେଇବା ପାଇଁ ଏକ ସଚେତନ ରଥର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବ୍ଲକ ଅଧ୍ୟକ୍ଷା…
Read More...

ରଥକାଠ ସଂଗ୍ରହ ସମ୍ପର୍କିତ ବୈଠକ ଅନୁଷ୍ଠିତ

ପୁରୀ : ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ଭକ୍ତଙ୍କ ଭାବାବେଗ ରଥଯାତ୍ରା ସହ ଜଡ଼ିତ । ତେଣୁ ରଥଯାତ୍ରାର ମୁଖ୍ୟ ଆଧାର ଶ୍ରୀଜୀଉ ମାନଙ୍କ ରଥ ନିର୍ମାଣ ପାଇଁ ସମସ୍ତେ ସହଯୋଗ କରିବାକୁ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ ପରାମର୍ଶ ଦେଇଛନ୍ତି…
Read More...

ଗଡଜାତ ମହୋତ୍ସବ ଆନୁକୂଲ୍ୟରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ହରଭଙ୍ଗା :ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ବୀରନରସିଂପୁର ନର୍ସରୀ ସଭାଗୃହ ଠାରେ ଗଡଜାତ ଲୋକ ମହୋତ୍ସବ ଆନୁକୂଲ୍ୟରେ ଆଜି ମାଗଣା ଚକ୍ଷୁ ଚିକିତ୍ସା ଶିବିର ମହୋତ୍ସବ କମିଟିର ସଭାପତି ବିଶ୍ୱଜିତ ମିଶ୍ରଙ୍କ ଅଧକ୍ଷତରେ ଅନୁଷ୍ଠିତ ହୋଇଯାଇଛି । ମହାନଦୀ ନେତ୍ର ଚିକିତ୍ସାଳୟ, ପଣ୍ଡାପାଲିଙ୍କ ତିନି…
Read More...