ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳିମାଡ଼
ଝାରସୁଗୁଡ଼ା: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ!-->…
Read More...
Read More...