ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ହୋଲି ଉତ୍ସବ ପାଳନ
ସୁବର୍ଣ୍ଣପୁର : ପବିତ୍ର ହୋଲି ଅବସରରେ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ପକ୍ଷରୁ ଗତକାଲି ସ୍ଥାନୀୟ ପ୍ରଭାସ ଲଜ ସମ୍ମୁଖରେ ହୋଲି ଉତ୍ସବ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ଯୋଗ ଦେଇ ମା ସୁରେଶ୍ୱରୀଙ୍କ ଫଟୋ ଚିତ୍ରରେ ପୂଜା ଅର୍ଚ୍ଚନା ସହ!-->…
Read More...
Read More...