ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ବିଜେଡି ପକ୍ଷରୁ ଦୀପଦାନ
ପୁରୀ : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ ପୁରୀରେ ପାଳିତ ହୋଇଛି । ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ମହାପ୍ରଭୁଙ୍କ ନିକଟରେ ପୁରୀ ବିଜେଡି ପକ୍ଷରୁ ଦୀପଦାନ କରାଯାଇଥିଲା । ବିଜୁ ଯୁବ ଜନତା ଦଳର ରାଜ୍ୟ!-->…
Read More...
Read More...