ଡେଙ୍ଗୁ ମଶାଙ୍କ ନିରାପଦ ଆଶ୍ରୟସ୍ଥଳୀ ପାଲଟିଚି ଇଟାମାଟି ଗ୍ରାମ ପଞ୍ଚାୟତ

ନୟାଗଡ଼,୨୬/୬:- ଡେଙ୍ଗୁ ମଶାଙ୍କ ନିରାପଦ ଆଶ୍ରୟସ୍ଥଳୀ ପାଲଟିଚି ଇଟାମାଟି ଗ୍ରାମ ପଞ୍ଚାୟତ । ପ୍ରଶାସନ ତରଫରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରି ନିଜର ଦାୟିତ୍ୱ ସାରି ଦେଉଥିବାବେଳେ, ଆନୁସଙ୍ଗିକ ବ୍ୟବସ୍ଥା କରୁନାହିଁ ସ୍ୱାସ୍ଥ୍ୟ ବିଭାଗ । ନୟାଗଡ଼ ଜିଲ୍ଲାର ମୁଖ୍ୟ ବ୍ୟବସାୟିକ
Read More...

ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଲାଗି ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ବର୍ତ୍ତମାନ ସୁଦ୍ଧା ତିନି ରଥ ତୃତୀୟ ଭୂଇଁ ଫ୍ରେମ ଉଠି ମଝି ଭୂଇଁ ଉପରେ ସଂଯୋଗ ସହ ତୃତୀୟ ଭୂଇଁ ଉପରେ ଚାରି ଗୋଟି ପୋଟଳ ଖମ୍ବି ଏବଂ ଦୁଇଗୋଟି ପୋଟଳ ଶେଣୀ ସଂଯୋଗ ହୋଇଛି । ତିନି ରଥରେ
Read More...

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ

ବୌଦ୍ଧ,୨୬/୬:- ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଥିବା ଉପ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ଆଜି ବୌଦ୍ଧ ବିରାଜିତ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର
Read More...

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଟକ ଗସ୍ତ

କଟକ,୨୬/୬:- ଆଜି ଓଡିଶା ସରକାରଙ୍କ ରାଜସ୍ୱମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ପୂର୍ବାହ୍ନରେ କଟକ ନଗର ଗସ୍ତ କରି ଗୋପବନ୍ଧୁ ଭବନ (ସମାଜ କାର୍ଯ୍ୟାଳୟ ) ଆସି ଉତ୍କଳମଣି ଗୋପବନ୍ଧୁ ଓ ଆନ୍ୟାନ୍ୟ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପରେ ମୁଖ୍ୟ ସମ୍ପାଦକ ପ୍ରଭାସ ଆଚାର୍ଯ୍ୟ ତଥା
Read More...

ବଜ୍ରପାତରେ ମାଁ ପୁଅ ମୃତ, କାକା ଗୁରୁତର

ପାଟଣାଗଡ଼,୨୬/୬:- ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ଥାନା ଚାଉଳବାଞ୍ଜି ଗାଁରେ ବିଲକୁ କପା ଲଗାଇବାକୁ ଯାଇଥିବା ବେଳେ ମା ଓ ପୁଅଙ୍କ ମୃତ୍ୟୁ ଘଟିଥିବାବେଳେ କାକା ଗୁରୁତର ଅଛନ୍ତି । ଘଡ଼ଘଡି ସହ ବର୍ଷା ହେବାରୁ ନିକଟରେ ଥିବା ଏକ ମହୁଲ ଗଛମୂଳେ ଆଶ୍ରୟ ନେଇଥିବା ବେଳେ
Read More...

ନବଜାତ ଶିଶୁପୁତ୍ର ଉଦ୍ଧାର

ନୂଆପଡ଼ା,୨୬/୬:- ନୂଆପଡା ଜିଲ୍ଲା କୋମନା ବ୍ଲକ କୁରୁମପୁରି ୩୫୩ ଜାତୀୟ ରାଜପଥର ନିକଟସ୍ଥ ବୁଦାମୂଳରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରିଛି ନୂଆପଡା ଚାଇଲ୍ଡ ହେଲ୍ପ ଲାଇନ । ଶିଶୁଟିକୁ ଜୀବିତ ଅବସ୍ଥାରେ ଉଦ୍ଧାର କରିଛି । ଶିଶୁଟିକୁ ବୁଦାରେ କେହି ଫିଙ୍ଗିଥିବା ସନ୍ଦେହ କରାଯାଉଛି ।
Read More...

ଦ୍ବିତୀୟ ସମନ୍ବୟ ବୈଠକ, ରଥଯାତ୍ରାରେ ଓଡ଼ିଆ ଅସ୍ମିତାର ହେବ ପ୍ରତିଫଳିତ

ପୁରୀ :ମହାପ୍ରଭୁ ବିଶ୍ୱ ନିୟନ୍ତା।ତାଙ୍କ ରଥଯାତ୍ରା ଅନନ୍ୟ ଓ ବିଶ୍ୱ ପ୍ରସିଦ୍ଧ।ମହାପ୍ରଭୁଙ୍କ ମହିମା ଓ ମହତ୍ତ୍ଵ କୁ ଅଧିକ ପ୍ରସାରିତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।ଚଳିତ ରଥଯାତ୍ରା ର ଦ୍ବିତୀୟ
Read More...

ଏଥର ଭକ୍ତଙ୍କୁ ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ: ଚଳିତ ରଥଯାତ୍ରାରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିବାରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ ।ଗୋଟିଏ ଦିନରେ ନବଯୌବନ , ନେତ୍ରୋତ୍ସବ ଓ ଶ୍ରୀଗୁଣ୍ଡିଚା ଥିବାରୁ ନୀତି ଶୃଙ୍ଖଳିତ କରିବା ପାଇଁ ପରିଚାଳନା କମିଟିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି।କେବଳ ସେବାୟତ ପରିବାର ନବଯୌବନ ଦର୍ଶନ
Read More...

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି । ଏଥିସହ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ
Read More...

ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୋଭାଯାତ୍ରା

ଦେବଗଡ:ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଶିଶୁ ଶ୍ରମିକ ପାଇଁ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା ଶ୍ରମ ଅଧିକାରୀ ସଞ୍ଜୟ କେଶରୀ ପ୍ରଧାନଙ୍କ ତତ୍ତ୍ୱାବଧାନରେ ବାହାରି ଥିବା ସଚେତନତା ରଥ ଓ ଛାତ୍ରଛାତ୍ରୀ
Read More...