ପୁରୀ ସମୁଦ୍ରରୁ ପୁଣି ମରଣମୁହଁରୁ ପର୍ଯ୍ୟଟକଙ୍କୁ ବଞ୍ଚାଇଲେ ଲାଇଫଗାର୍ଡ

ପୁରୀ : ଦେବଦୂତ ସାଜିଲେ ଲାଇଫ ଗାର୍ଡ। ‌ମରଣ ମୁହଁରୁ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇଲେ‌। ପୁରୀ ସମୁଦ୍ର କୂଳରେ ସ୍ନାନ କରୁଥିବା ସମୟରେ ଜଣେ ପର୍ଯ୍ୟଟକଙ୍କ ସହ ଏଭଳି ଅଭାବନୀୟ ଘଟଣା ଘଟିଛି। ସମୁଦ୍ରରେ ସ୍ନାନ କରୁଥିବା ସମୟରେ ରିପ୍ କରେଣ୍ଟରେ ପଡି ଜଣେ ଓଡ଼ିଆ ପର୍ଯ୍ୟଟକ ଗଭୀର ସମୁଦ୍ର ଭିତରକୁ
Read More...

ଚିନ୍ତା ବଢାଇଛି ସୁନା ଦାମ୍‌ , ପୁଣି ବଢିଲା ଦର

ଭୁବନେଶ୍ୱର : ଚିନ୍ତା ବଢାଇଛି ସୁନା ଦାମ୍‌ । ନିୟମିତ ବଢି ଚାଲିଛି ଦର । ଗତକାଲି ୨୨ କ୍ୟାରେଟ୍‌ ସୁନା ଦାମ୍‌ ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ବେଳେ ବୁଧବାର ଅର୍ଥାତ୍‌ ସେପ୍ଟେମ୍ବର ୧୦ ତାରିଖରେ ପୁଣି ବଢିଛି ଦାମ୍‌ ।୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୧୦,୫୦୯ ଟଙ୍କା ରହିଛି
Read More...

ସୁଭଦ୍ରା ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଆଜି ଏଭଳି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି। ସେମାନେ କାହିଁକି ବଞ୍ଚିତ ହେଲେ, ରେସନ କାର୍ଡ
Read More...

ବିଧାନସଭା ଅଧିବେଶନ ସମୟରେ ସଦର ମହକୁମାରେ ରହିବେ ସଚିବ, ଜାରି ହେଲା ନିର୍ଦ୍ଦେଶନାମା

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନ ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେଉଛି।  ଅଧିବେଶନ ପୂର୍ବରୁ ବିଭାଗୀୟ ସଚିବଙ୍କ ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା। ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ସମସ୍ତ ବିଭାଗୀୟ ସଚିବଙ୍କୁ ଚିଠି ଲେଖି ସଜାଗ ରହିବାକୁ କହିଲେ ମୁଖ୍ୟ ଶାସନ
Read More...

ଝିଅର ଜନ୍ମଦିନ ଧୂମଧାମରେ ପାଳିଲେ ଦୀପିକା

ପ୍ରଥମ ଜନ୍ମଦିନ ସବୁବେଳେ ସ୍ୱତନ୍ତ୍ର ହୋଇଥାଏ, ହୁଏତ ଶିଶୁ ପାଇଁ ନୁହେଁ, ବରଂ ପିତାମାତାଙ୍କ ପାଇଁ। ଏବଂ ଆମ ସମସ୍ତଙ୍କର ପ୍ରେମ ପ୍ରକାଶ କରିବାର ଭିନ୍ନ ଭିନ୍ନ ଉପାୟ ଅଛି, ଆଜିର ସମୟରେ ଏହାକୁ ପ୍ରେମ ଭାଷା କୁହାଯାଏ। ଗ୍ଲୋବାଲ୍ ଇଣ୍ଡିଆନ୍ ଷ୍ଟାର ଦୀପିକା ପାଦୁକୋନ୍ ତାଙ୍କର ପ୍ରେମ ଭାଷା
Read More...

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହମ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଖବର ଅନୁଯାୟୀ, ବୁଧବାର ସଂଧ୍ୟା ୫ଟାରେ ଲୋକସେବା ଭବନରେ ବସିବ ରାଜ୍ୟ
Read More...

ଜରିମାନା ଗଣିବେ ପୃଥ୍ବୀ ଶ’

ମୁମ୍ବାଇ: ଭାରତୀୟ କ୍ରିକେଟର ପୃଥ୍ବୀ ଶ’ ସମସ୍ୟାରେ ପଡ଼ିଥିବା ଜଣାପଡ଼ିଛି। ମୁମ୍ବାଇର ଦିନଦୋଶୀ ସେସନ୍ସ କୋର୍ଟ ତାଙ୍କ ଉପରେ ୧୦୦ ଟଙ୍କା ଜରିମାନା ଲଗାଇଛନ୍ତି। ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ସପ୍ନା ଗିଲ ଦ୍ୱାରା ଦାୟର କରାଯାଇଥିବା ଆବେଦନ ଉପରେ ଉତ୍ତର ଦାଖଲ ନ କରିବା ପାଇଁ ଏହି
Read More...

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ
Read More...

ଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କ ମଧ୍ୟରେ ବୈଠକ

ନୂଆଦିଲ୍ଲୀ/ଭୁବନେଶ୍ୱର:ଓଡ଼ିଶାରେ ରେଳ କ୍ଷେତ୍ରର ବିକାଶ, ନାଗରିକଙ୍କ ଯାତାୟତ ସହ ପରିବହନ ପଥକୁ ସୁଗମ କରିବା ତଥା ରେଳ ନେଟଓ୍ୱାର୍କକୁ ସୁଦୃଢ଼ କରିବା ଦିଗରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡ଼ିଶାର
Read More...

ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ଭୋଟରେ ଜିତିଲେ

ନୂଆଦିଲ୍ଲୀ : ଜାତୀୟ ଗଣତନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଭାରତର ନୂଆ ଉପରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦ ଖାଲିଥିଲା । ଆଜି ହୋଇଥିବା ଉପରାଷ୍ଟ୍ରପତି ନିର୍ବାଚନରେ ରାଧାକ୍ରିଷ୍ଣନଙ୍କୁ ୪୫୨ଟି ଓ ବିପକ୍ଷ
Read More...