ସୁରକ୍ଷିତ କ୍ୟାମ୍ପସ୍ ଦାବିରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ଧାରଣା
ବଲାଙ୍ଗୀର : ଆକ୍ରମଣ ଘଟଣାରେ ଛାତ୍ର କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ ୩ଦଫା ଦାବୀପତ୍ର କୁଳପତିଙ୍କୁ ପ୍ରଦାନ କରାଯାଇଛି । ଗୁରୁବାର ସନ୍ଧ୍ୟାରେ ଜଣେ ଅଣଛାତ୍ର ହଷ୍ଟେଲରେ ପଶି ୨ଜଣ ଛାତ୍ରଙ୍କୁ ବ୍ଲେଡରେ ଆକ୍ରମଣ କରିଥିଲା । ପୂର୍ବରୁ ମଧ୍ୟ ଏଭଳି ଅଘଟଣ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ପରିସରରେ!-->…
Read More...
Read More...