ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାର ଗୁଡ୍ଡର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ। ଏହି ଅଞ୍ଚଳରେ ୩ ରୁ ୪ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରାଯାଉଥିଲା ନେଇ ଆରମ୍ଭ କରାଯାଇଥିଲା ସର୍ଚ୍ଚ ଅପରେସନ। ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷା ବାହିନୀ
Read More...

ଏତେ କୋଟି ଟଙ୍କା ସମ୍ପତ୍ତିର ମାଲିକ ଶୁଭମନ ଗିଲ୍

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ୍ ଶୁଭମନ ଗିଲ୍ କେବଳ ପଡ଼ିଆରେ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ଜୀବନଶୈଳୀ ଏବଂ ରୋଜଗାର ପାଇଁ ମଧ୍ୟ ଖବରର ଶିରୋନାମାରେ ଅଛନ୍ତି।ଗିଲ୍‌ଙ୍କୁ ଟିମ୍ ଇଣ୍ଡିଆର 'ଭବିଷ୍ୟତର ଷ୍ଟାର' କୁହାଯାଏ ଏବଂ ତାଙ୍କର ବ୍ରାଣ୍ଡ ମୂଲ୍ୟ ମଧ୍ୟ
Read More...

ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ନୂଆଦିଲ୍ଲୀ ଗସ୍ତରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠାରୁ ଦୁଇଦିନିଆ ଗସ୍ତରେ ସେ ଦିଲ୍ଲୀ ଯାଇଛନ୍ତି। ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ରହିଛି। ଏଥିପାଇଁ ତାଙ୍କର ଦିଲ୍ଲୀରେ ଓଡ଼ିଶାର ସାଂସଦମାନଙ୍କୁ ଭେଟିବା ସହ ଅନ୍ୟାନ୍ୟ ଆଲୋଚନା ରହିଛି । ତେଣେ
Read More...

ଆରପାରିରେ ବିଧାୟକ ରାଜେନ୍ଦ୍ର ଢୋଲକିଆ

ନୂଆପଡ଼ା: ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା। ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିବା ଜଣପଡ଼ିଛି। ହାର୍ଟ ଏବଂ କିଡନୀ ସମ୍ବନ୍ଧୀୟ ରୋଗରେ ପୀଡ଼ିତ ଥିଲେ। ଡୋଲକିଆ ୪ ଥର ବିଧାୟକ ଭାବେ ନିର୍ବାଚିତ
Read More...

ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା

କଟକ: ସିବିଏସଇ ଢାଞ୍ଚାରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଦେଶର ଦୁଇ ପ୍ରମୁଖ ପରୀକ୍ଷା ପରିଚାଳନା ସଂସ୍ଥା ସିବିଏସଇ ଓ କେନ୍ଦ୍ରୀୟ ବିଦ୍ୟାଳୟର ପରୀକ୍ଷା ପରିଚାଳନା ଟେକନିକ ଅନୁଯାୟୀ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ସେ
Read More...

ସେପ୍ଟେମ୍ବର ୩୦ରେ ମା’ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଭବାନୀପାଟଣା,୦୭/୦୯: କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପ୍ରସିଦ୍ଧ ବିଜୟ ଛତର ଯାତ୍ରା ଆସନ୍ତା ସେପ୍ଟେମ୍ବର ୩୦ରେ ଅନୁଷ୍ଠିତ ହେବ । ମା’ଙ୍କ ଏହି ବାର୍ଷିକ ଯାତ୍ରାକୁ ଶୃଙ୍ଖଳିତ କରିବା ନିମନ୍ତେ ଶନିବାର ଜିଲ୍ଲାପାଳ ପାୱାର ସଚିନ୍‌ ପ୍ରକାଶଙ୍କ
Read More...

ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି

ଭୁବନେଶ୍ବର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ଅନେକ ଗୁରୁତ୍ବ ରଖୁଛି। ସୂଚନା ଅନୁସାରେ ୪ ଦିନିଆ ଗସ୍ତରେ ରାଜନୈତିକ ଏବଂ କିଛି ବ୍ୟକ୍ତିଗତ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବେ ନବୀନ।
Read More...

ବାଟ ଫିଟିଲା; ଭାରତ-ଏ ପାଇଁ ଭଲ ପ୍ରଦର୍ଶନ କରି ଟେଷ୍ଟ ଦଳକୁ ଫେରିପାରିବେ ଆୟର

ନୂଆଦିଲ୍ଲୀ: ଗତବର୍ଷ ଫେବୃଆରୀରେ ବିଶାଖାପାଟଣାରେ ଇଂଲଣ୍ଡ ବିପକ୍ଷରେ ତାଙ୍କର ଶେଷ ଟେଷ୍ଟ ଖେଳିଥିବା ଶ୍ରେୟସ ଆୟର ସମ୍ପ୍ରତି ଘରୋଇ କ୍ରିକେଟ ଏବଂ ଆଇପିଏଲରେ ଭଲ ପ୍ରଦର୍ଶନ କରିଥିଲେ, କିନ୍ତୁ ଏହା ସତ୍ତ୍ୱେ ତାଙ୍କୁ ଇଂଲଣ୍ଡରେ ଅନୁଷ୍ଠିତ ହୋଇଥିବା ଟେଷ୍ଟ ସିରିଜ ଏବଂ ଏହି ମାସରେ ୟୁଏଇରେ
Read More...

ମହାନଦୀରେ ବନ୍ୟା ସ୍ଥିତି ନାହିଁ : ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ବର : ମହାନଦୀରେ ବନ୍ୟା ସ୍ଥିତି ନାହିଁ କହିଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, ୧୦ ଲକ୍ଷ କ୍ୟୁସେକରୁ ଅଧିକ ଜଳ ପ୍ରବାହିତ ହେଲେ ବନ୍ୟା ହୁଏ । ବର୍ଷା ଆକଳନ ନେଇ ପାଣିପାଗ ବିଭାଗ ଆଲର୍ଟରେ ଅଛି । ବନ୍ୟା ହେଲେ ସବୁ ପରିସ୍ଥିତି ମୁକାବିଲା ପାଇଁ
Read More...

ଶ୍ରୀମନ୍ଦିର ପରିଚାଳନା ପାଇଁ ନୂତନ ସବ କମିଟି ଗଠନ, ଖୁବ ଶୀଘ୍ର ଆରମ୍ଭ ହେବ ଧାଡି ଦର୍ଶନ

ପୁରୀ- ଶ୍ରୀମନ୍ଦିର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ ନୀଳାଦ୍ରି ଭକ୍ତନିବାସରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ପ୍ରାରମ୍ଭରେ ନୂତନ ସଦସ୍ୟ ମାନଙ୍କୁ ସ୍ୱାଗତ କରାଯାଇଥିଲା । ଗତ ଉଚ୍ଚସ୍ତରୀୟ କମିଟି ବୈଠକର ବିବରଣୀ ପଠନ ଓ ଦୃଢୀକରଣ କରାଯାଇଥିଲା । ବୈଠକରେ ନୂତନ ଭାବେ 14 ଗୋଟି ସବକମିଟି
Read More...