ଚଣ୍ଡି ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ
ଜହ୍ନ ।ପଙ୍କ,୧୪/୧: ବୌଦ୍ଧ ବ୍ଳକ ଲକ୍ଷ୍ମୀପ୍ରସାଦ ପଂଚାୟତ ଅନ୍ତର୍ଗତ ଚଣ୍ଡିବନ୍ଧ ହୁଡ଼ାରେ ନିର୍ମାଣ କରାଯାଇଥିବା ଚଣ୍ଡିମନ୍ଦିରର ବିଗ୍ରହ ସ୍ଥାପନ ଓ ମନ୍ଦିର ପ୍ରତିଷ୍ଠା ପାଇଁ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ସଭାପତି ଭୋଳାଗିରି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।!-->…
Read More...
Read More...