ବିବି କଲେଜ ୧୯୯୫ ମସିହା ବ୍ୟାଚର ବନ୍ଧୁ ମିଳନ ଉତ୍ସବ
ଚଣ୍ଡିଖୋଲ: ଚଣ୍ଡିଖୋଲ ବାବା ଭୈରବାନନ୍ଦ ସ୍ୱୟଂ ଶାସିତ ମହାବିଦ୍ୟାଳୟର ୧୯୯୫ ମସିହା ସ୍ନାତକ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ପରିସରରେ ଥିବା ନବ ମାଳତୀ ପ୍ରେକ୍ଷାଳୟରେ ଗୁରୁ ପୂଜନ ଓ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଅଧ୍ୟାପକ ଡ. ଦିଲିପ ନାୟକ!-->…
Read More...
Read More...