ନାଳରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ
ବାଲିଗୁଡ଼ା:ନାଳରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ । କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ହରିପୁର ଗାଁ ନିକଟସ୍ଥ ହାତିଲଙ୍ଗା ଜଙ୍ଗଲ ନିକଟ ନାଳରେ ଦେଖିବାକୁ ମିଳିଛି ଏଭଳି ଘଟଣା । ଖବରପାଇ ଘଟଣାସ୍ଥଳରେ ତୁମୁଡିବନ୍ଧ ପୋଲିସ୍ ପହଁଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ତୁମୁଡ଼ିବନ୍ଧ!-->…
Read More...
Read More...