ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ
ପୁରୀ,: ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଛି। ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି। ରତ୍ନ ଅଳଙ୍କାର ସ୍ଥାନନ୍ତର ପରେ!-->…
Read More...
Read More...