ଟାୟାର ଦୋକାନରେ ନିଆଁ, ଅଳ୍ପକେ ବର୍ତ୍ତିଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୁଣ୍ଡିଚା ମନ୍ଦିର ନିକଟସ୍ଥ କେରଳି ଟାୟାର ଦୋକାନରେ ନିଆଁ ଲାଗିଯାଇଛି । ଏଥିରେ ଅଳ୍ପକେ ବର୍ତ୍ତି ଯାଇଛି ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ରାତିରେ ଦୋକାନ ବନ୍ଦ ଥିବା ବେଳେ କେହି ଦୁର୍ବୃତ୍ତ ବାରଣ୍ଡାରେ ଟାୟାର ରଖି ନିଆଁ ଲଗାଇ ଦେଇଥିବା ଅନୁମାନ!-->…
Read More...
Read More...