ଜିଲ୍ଲାବ୍ୟାପୀ ଏନ୍‌ଏସ୍‌ଭି ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର : ପୁରୁଷଙ୍କ ପାଇଁ ଏନ.ଏସ.ଭି. ଏକ ସହଜ, ଫଳପ୍ରଦ ଓ ସୁରକ୍ଷିତ ଉପାୟ । ଏହି ବାର୍ତ୍ତା ନେଇ ଆଜି ଜିଲ୍ଲାସ୍ତରୀୟ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନତ୍ସୋବରେ ଏକ ସଚେତନତା ରାଲି ସୁବର୍ଣ୍ଣପୁର ସହର ପରିକ୍ରମା କରିଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱଣେ ସବୁଜ ପତାକା
Read More...

ଖପ୍ରାଖୋଲ ସେବା ସମବାୟ ସମିତିର ସଂପାଦକଙ୍କ ମନମୁଖି କାର୍ଯ୍ୟରେ ଚାଷୀ ହନ୍ତସନ୍ତ

ଖପ୍ରାଖୋଲ : ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ରେ ଆଜି ଜିଲାପାଳ ମଣ୍ଡି ଶୁଭାରମ୍ଭ କରିଛନ୍ତି । ଖପ୍ରାଖୋଲ ସେବା ସମବାୟ ସମିତିର ଧାନ ମଣ୍ଡି ଉପରେ ଖପ୍ରାଖୋଲ ପଞ୍ଚାୟାତ, ଓଡ଼ିଆପାଳି ଓ ସାହାଜ ପାଣି ପଞ୍ଚାୟାତର ଚାଷି ମାନେ ନିର୍ଭର କରିଥାନ୍ତି । ଏହି ଧାନମଣ୍ଡିରେ ଧାନ ବିକ୍ରି କରିବା
Read More...

ସଚେତନତା ହିଁ ଦେବ ଶିଶୁଙ୍କୁ ସୁରକ୍ଷା

ନବରଙ୍ଗପୁର : ପୋଷ୍ୟସନ୍ତାନ ଗ୍ରହଣ, ଶିଶୁଙ୍କୁ ଚେଙ୍କ ନଦେବା, ବାଲ୍ୟବିବାହ ନିଷେଧ, ଶିଶୁ ଅପରାଧ ନିରାକରଣ ସଂକ୍ରାନ୍ତରେ ଲୋକଙ୍କୁ ସଚେତନ ଉଦ୍ଦେଶ୍ୟରେ ନବରଙ୍ଗପୁର ଜିଲ୍ଲା ଶିଶୁସୁରକ୍ଷା ୟୁନିଟ ପକ୍ଷରୁ ଏକ ଶିଶୁ ସୁରକ୍ଷା ଅଧିକାର ସଚେତନତା ରଥର ଶୁଭାରମ୍ଭ ହୋଇଛି । ଜିଲ୍ଲାର ସମସ୍ତ
Read More...

ବୋଲର ବିଫଳ, ପ୍ରଥମ ଦିନିକିଆରେ ନ୍ୟୁଜିଲାଣ୍ଡଠୁ ହାରିଲା ଭାରତ

ନୂଆଦିଲ୍ଲୀ:ଟି -୨୦ ସିରିଜ୍‌ ପରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ଆଜି ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଖେଳାଯାଇଥିଲା । ଏହି ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡ ଦଳ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଏହି ନିଷ୍ପତ୍ତି ସଠିକ୍‌
Read More...

ଓଜେୟୁ ପୁରୀ ଜିଲ୍ଲା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲପାଳଙ୍କ ଜରିଆରେ ୧୦ ଦଫା ଦାବିପତ୍ର

ପୁରୀ: ଓଡିଶା ସାମ୍ବାଦିକ ସଂଘ (ଓ.ଜେ. ୟୁ), ପୁରୀଜିଲ୍ଲା ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦଶ ଦଫା ସମ୍ମିଳିତ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଛି । ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଦାବିପତ୍ର ଗ୍ରହଣ କରିଥିଲେ
Read More...

ଓଜେୟୁ ନବରଙ୍ଗପୁର ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ୧୦ ଦଫା ସମ୍ବଳିତ ଦାବିପତ୍ର

ନବରଙ୍ଗପୁର:- ୨୬ ନଭେମ୍ବର ଦିନ ଜାତୀୟ ସମ୍ବିଧାନ ଦିବସ ପାଳନ ଅବସରରେ ଆଜି ନବରଙ୍ଗପୁର ଜିଲ୍ଲା ଓଡିଶା ସାମ୍ୱାଦିକ ସଙ୍ଘ (ଓଜେୟୁ) ତରଫରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦଶ ଦଫା ସମ୍ବଳିତ ଦାବିପତ୍ର ଜିଲ୍ଲାପାଳ ଡ଼ଃ. କମଳଲୋଚନ ମିଶ୍ରଙ୍କୁ ପ୍ରଦାନ କରାଯାଇଥିଲା । ଓଜେୟୁ ରାଜ୍ୟ ସଂଗଠନ
Read More...

ଏଡସ୍‌ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ: ବିଶ୍ୱ ଏଡସ୍‌ ଦିବସ ପାଳନ ୨୦୨୨ ଅବ୍ୟବ୍ୟହିତ ପୂର୍ବରୁ ଏଡସ୍‌ ନିୟନ୍ତ୍ରଣ ନିମନ୍ତେ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସ୍ୱାତି ଓ ରାଜ୍ୟ ଏଡସ୍‌ ନିୟନ୍ତ୍ରଣ ସମିତି ଭୁବନେଶ୍ୱରଙ୍କ ମିଳିତ ଉଦ୍ୟମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ଜିଲ୍ଲା
Read More...

ଚାଲିପାରୁନି ଗୃହ : ପୁଣି ୪ଟା ଯାଏଁ ମୁଲତବୀ ଘୋଷଣା କଲେ ବାଚସ୍ପତି

ଭୁବନେଶ୍ବର: ସାଢ଼େ ୧୧ଟା ବେଳେ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥର ପୁଣି ଚାଷୀ ସମସ୍ୟା ନେଇ ପୁଣି ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା। ଏହାପରେ ବାଚସ୍ପତି ବିକ୍ରମକେଶରୀ ଆରୁଖ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି।ସୂଚନାଯୋ‌ଗ୍ୟ, ଆଜି ବିଧାନସଭାର ଶୀତକାଳୀନ
Read More...

ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବାକୁ ଇଜିପ୍ଟ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କଲା ଭାରତ

ନୂଆଦିଲ୍ଲୀ: କାଇରୋ ସହିତ ରାଜନୈତିକ ଓ ସାମରିକ ସମ୍ପର୍କ ସୁଦୃଢ଼ କରିବା ଉଦ୍ୟମର ଅଂଶବିଶେଷ ଭାବେ ୨୦୨୩ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହେବା ପାଇଁ ଭାରତ ଇଜିପ୍ଟର ରାଷ୍ଟ୍ରପତି ଅବ୍ଦୁଲ୍‌ ଫତା ଅଲ୍‌-ସିସିଙ୍କୁ ନିମନ୍ତ୍ରଣ କରିଛି। ୨୦୧୪ରୁ ଇଜିପ୍ଟର୍‌ ରାଷ୍ଟ୍ରପତି ଥିବା
Read More...

ବିଶ୍ୱକପ ହକି ନିମନ୍ତେ ସମ୍ବଲପୁର ଜିଲ୍ଲାରେ ବିଭିନ୍ନ କ୍ରୀଡା ପ୍ରତିଯୋଗିତା ପାଇଁ ପ୍ରସ୍ତୁତି ବୈଠକ

ସମ୍ବଲପୁର: ଆଗାମୀ ବର୍ଷ ଜାନୁଆରୀ ୧୩ରୁ ୨୯ ପର୍ଯ୍ୟନ୍ତ ଆମ ରାଜ୍ୟର ଭୁବନେଶ୍ୱର ଓ ରାଉରକେଲା ଠାରେ ହକି ବିଶ୍ୱକପ ଅନୁଷ୍ଠିତ ହେବ । ସେଥିପାଇଁ କ୍ରୀଡା ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଲାଣି । ହକି ବିଶ୍ୱକପ ପାଇଁ ରାଜ୍ୟରେ ହକି ଖେଳର ପ୍ରଚାର ପ୍ରସାର ସହ ଖେଳର ବାତାବରଣ
Read More...