ସ୍ପେଶାଲ OTET ପୁଣି ସ୍ଥଗିତ

ଭୁବନେଶ୍ୱର: ସ୍ପେଶାଲ OTET ପୁଣି ସ୍ଥଗିତ ରଖାଯାଇଛି। ଆସନ୍ତା ୩୧ରେ ହେବାକୁ ଥିବା ଏହି ପରୀକ୍ଷାକୁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସ୍ଥଗିତ କରାଯାଇଛି। ଅନିବାର୍ଯ୍ୟ କାରଣ ପାଇଁ ପରୀକ୍ଷା ସ୍ଥଗିତ କରାଯାଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।ଖୁବଶୀଘ୍ର OTET ପରୀକ୍ଷାର ଆଉ ଏକ ତାରିଖ
Read More...

ନାମାଙ୍କନ ଦାଖଲ କଲେ ଇଣ୍ଡିମେଣ୍ଟର ପ୍ରାର୍ଥୀ ବି. ସୁଦର୍ଶନ

ନୂଆଦିଲ୍ଲୀ : ନାମାଙ୍କନ ଦାଖଲ କଲେ ଇଣ୍ଡିମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡି । ନାମାଙ୍କନ ଦାଖଲର ଶେଷ ଦିନରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । କଂଗ୍ରେସ ସାଂସଦ ପ୍ରସ୍ତାବକ ରହିଥିଲେ । ଏହା ସହ ଇଣ୍ଡି ମେଣ୍ଟର ଅନ୍ୟ ସାଂସଦମାନେ ମଧ୍ୟ ପ୍ରସ୍ତାବକ ରହିଥିଲେ ।
Read More...

ଅଜିତ ଅଗରକରଙ୍କ କାର୍ଯ୍ୟକାଳ ବଢାଇଲା ବିସିସିଆଇ

ନୂଆଦିଲ୍ଲୀ: ଏସିଆ କପ ୨୦୨୫ ଦଳ ଚୟନ ପରେ ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ଏକ ବିଶେଷ ଉପହାର ଦେଇଛି। ଅଜିତ ଅଗରକରଙ୍କୁ ଜୁନ ୨୦୨୩ରେ ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତା କରାଯାଇଥିଲା। ତାଙ୍କର କାର୍ଯ୍ୟକାଳ ୨ ବର୍ଷ ପାଇଁ ଥିଲା କିନ୍ତୁ ବର୍ତ୍ତମାନ
Read More...

ସେପ୍ଟେମ୍ବର୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ଅଗଷ୍ଟ ୨୫ ତାରିଖ ଯାଏଁ ଚାଲିବ।
Read More...

୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି। ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ
Read More...

ଆହୁରି ୫ଦିନ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ
Read More...

ନୂତନ ସହର ରୂପରେଖ ନେଇ ଆଲୋଚନା

ଭୁବନେଶ୍ୱର :ସିଙ୍ଗାପୁର ସ୍ଥିତ ଅର୍ନ୍ତଜାତୀୟ ପରାମର୍ଶଦାତା ସଂସ୍ଥା ସୁରବନ ଜୁରଙ୍ଗର ଦକ୍ଷିଣ ଏସିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଶ୍ରୀ ଅବିନାଶ ମିଶ୍ରା ଏବଂ ଆଞ୍ଚଳିକ ନିର୍ଦ୍ଦେଶକ ଶ୍ରୀ ଅଭିଷେକ ମାଲହୋତ୍ରା ଆଜି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା
Read More...

ନବୀନଙ୍କୁ ପରାମର୍ଶ ଦେଲେ ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ମୋଦି ନବୀନଙ୍କ ସ୍ବାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି। ଏଥିସହିତ ତାଙ୍କୁ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସମ୍ପୂର୍ଣ୍ଣ
Read More...

ଏସିଆ କପ୍ 2025: ଅକ୍ଷରଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ କାହିଁକି କରାଗଲା ଉପ-ଅଧିନାୟକ ? ଖୋଲିଲା ରହସ୍ୟ

ନୂଆଦିଲ୍ଲୀ। ଏସିଆ କପ୍ 2025 ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଥିଲା, ସେତେବେଳେ ଗୋଟିଏ କଥା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଅକ୍ଷର ପଟେଲଙ୍କ ସ୍ଥାନରେ ଶୁଭମନ ଗିଲଙ୍କୁ ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା। ଗିଲଙ୍କୁ ସମ୍ପ୍ରତି ଟେଷ୍ଟ ଦଳର ନେତୃତ୍ୱ ମଧ୍ୟ ଦିଆଯାଇଥିଲା। ଏହା ସହିତ,
Read More...

ଉପରାଷ୍ଟ୍ରପତି ନିର୍ବାଚନ : NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ ଦାଖଲ କଲେ ନାମାଙ୍କନ , ପ୍ରଧାନମନ୍ତ୍ରୀ ମୋଦି ହେଲେ…

ନୂଆଦିଲ୍ଲୀ। ଉପରାଷ୍ଟ୍ରପତି ପଦ ପାଇଁ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ୍ ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ତାଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ। ରାଧାକ୍ରିଷ୍ଣନଙ୍କ ନାମାଙ୍କନ ଦାଖଲ ସମୟରେ ବିଜେପି ସଭାପତି ଜେପି ନଡ୍ଡା, ପ୍ରତିରକ୍ଷା
Read More...