ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ : ଗୁରୁବାର ଶ୍ରୀମନ୍ଦିରରେ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ। ଏଥିପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ।!-->!-->!-->…
Read More...
Read More...