ସହିଦ ପ୍ରତାପ ନାଏକଙ୍କ ସ୍ମୃତିରେ ରକ୍ତଦାନ ଶିବିର

ସୁବର୍ଣ୍ଣପୁର,୩୧/୧୦ - ସ୍ଥାନୀୟ ରାମଧୁନ କ୍ଲବ ସୋନପୁର ଆନୁକୂଲ୍ୟରେ ଆୟୋଜିତ ହୋଇଥିବା ୫୪ତମ କାଳୀପୂଜା ଅବସରରେ ଆଜି ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ସହିଦ ପ୍ରତାପ ନାଏକଙ୍କ ସ୍ମୃତିରେ ଆୟୋଜନ ହୋଇଥିବା ଏହି ରକ୍ତଦାନ ଶିବିରକୁ ସୁବର୍ଣ୍ଣପୁରର ଅତିରିକ୍ତ ଜିଲ୍ଲାପାଳ
Read More...

ଚନ୍ଦ୍ରଗ୍ରହଣ : ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ପ୍ରକାଶିତ ପାକତ୍ୟାଗ ବିଧାନକୁ ନେଇ ଉଠିଛି ଦ୍ୱନ୍ଦ୍ୱ

ପୁରୀ : ନଭେମ୍ବର ୮ କାର୍ତ୍ତିକ ପୂର୍ଣ୍ଣିମାରେ ପଡୁଛି ଚନ୍ଦ୍ରଗ୍ରହଣ । ଏହି ଦିନ ୨ଟା ୩୮ ମିନିଟ୍‌ ୧୪ ସେକେଣ୍ଡରେ ଗ୍ରହଣ ସ୍ପର୍ଶ କରୁଥିବା ବେଳେ ୬ଟା ୧୮ ମିନିଟ ୪୭ ସେକେଣ୍ଡରେ ଗ୍ରହଣ ମୋକ୍ଷ ହେବ । ଚନ୍ଦ୍ରଗ୍ରହଣର ବିଧି ଅନୁସାରେ ୯ ଘଣ୍ଟା ପୂର୍ବରୁ ହେବ ପାକତ୍ୟାଗ । ଏଣୁ ବିଧି ଅନୁଯାୟୀ
Read More...

ୟୁକ୍ରେନ ଉପରେ ୫୦ରୁ ଅଧିକ କ୍ଷେପଣାସ୍ତ୍ର ପକାଇଲା ରୁଷ୍‌

କିବ୍‌ : ଗତ କିଛି ଦିନ ହେଲା ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ଆକ୍ରମଣ ସଂଖ୍ୟା ବଢିଯାଇଛି । ବିଶେଷ କରି କ୍ରିମିଆ ବ୍ରିଜ ଉପରେ ବୋମା ବିସ୍ଫୋରଣ ପରେ ରୁଷ ଅଧିକ ପ୍ରତିହିଂସା ପରାୟଣ ହୋଇପଡ଼ିଛି । ରାଜଧାନୀ କିବ୍‌ ସମେତ ଅନ୍ୟ ସହରରେ ପ୍ରାୟ ପ୍ରତିଦିନ ଘନ ଘନ କ୍ଷେପଣାସ୍ତ୍ର ମାଡ଼
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ

ପାରଳାଖେମଣ୍ଡି:ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍‌ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଲିଙ୍ଗରାଜ ପଣ୍ଡା ଓ ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ମିଳିତ ଏହି
Read More...

ହସପିଟାଲରେ ଭର୍ତ୍ତି ହେଲେ ଶରଦ ପାୱାର

ମୁମ୍ବାଇ : ଜାତୀୟତାବାଦୀ କଂଗ୍ରେସ ପାର୍ଟି(ଏନସିପି)ମୁଖ୍ୟ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହୋଇଛି । ଅସୁସ୍ଥତା କାରଣରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି । ପାୱାରଙ୍କୁ ମୁମ୍ବାଇର ବ୍ରିଚ କାଣ୍ଡି ହସପିଟାଲରେ ଭର୍ତ୍ତି କରାଯାଇଛି । ପାୱାରଙ୍କୁ ନଭେମ୍ବର ୨ରେ ହସପିଟାଲରୁ
Read More...

ବିନିକାଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

ସୁବର୍ଣ୍ଣପୁର: ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ
Read More...

ଗଦାପୁରଠାରେ ସୁନେତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ଗଦାପୁର ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ସୁନେତ୍ର' କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୋଭିଡ-୧୯ ପ୍ରଭାବ ଯୋଗୁଁ ଦୁଇ ବର୍ଷ କାଳ ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ବନ୍ଦ ରହିଥିବା ବେଳେ ପିଲାମାନେ ଯେପରି
Read More...

ବାଇକ-ଇନୋଭା ମୁହାଁମୁହିଁ ଧକ୍କା, ବାଇକ ଚାଳକ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରୀକୁଟି ପଞ୍ଚାୟତ ପାଟାଙ୍ଗୀ ଗ୍ରାମ ନିକଟ ବୁଲାଣିରେ ଅପରାହ୍ନ ପ୍ରାୟ ସାଢେ ୩ଟା ସମୟରେ ଏକ ବାଇକ ଓ ଇନୋଭା କାର ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକ ଜଣକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଜଣକ ଋତୁଙ୍ଗିଆ
Read More...

ପୋଲ ଭୁଶୁଡ଼ିବା ଘଟଣାରେ ମୁଁ ରାଜନୀତି କରିବାକୁ ଚାହେଁନି: ରାହୁଲ

ନୂଆଦିଲ୍ଲୀ: ଗୁଜରାଟ ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ପ୍ରତିକ୍ରିୟା ରଖିଛନ୍ତି । ସେ ଏଥିରେ ରାଜନୀତି କରିବାକୁ ଚାହାଁନ୍ତି ନାହିଁ ବୋଲି କହିଛନ୍ତି । ଝୁଲା ପୋଲ ଦୁର୍ଘଟଣା ପାଇଁ କାହାକୁ ଦାୟୀ କରିବେ ବୋଲି ପ୍ରଶ୍ନ ହୋଇଥିଲା । ଜବାବରେ ମୁଁ ଏବିଷୟରେ
Read More...

ଘୁ ଉଦୟଗିରି ଡାକ ବିଭାଗ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହ ପାଳିତ

ଘୁ ଉଦୟଗିରି: ସ୍ଥାନୀୟ ଡାକ ବିଭାଗ କାର୍ଯ୍ୟାଳୟ ପକ୍ଷରୁ ପରିସର ମଧ୍ୟରେ ଦୁର୍ନୀତି ନିବାରଣ ସପ୍ତାହ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ଇନ୍ସପେକ୍ଟର ଶ୍ରୀ ହରିଶଙ୍କର ସୁବୁଦ୍ଧିଙ୍କ ତତ୍ତ୍ୱାବଧାନରେ ଆରମ୍ଭ ହୋଇଥିବା ବେଳେ ଦୁର୍ନୀତି କରିବେ ନାହି କିମ୍ବା ଦୁର୍ନୀତି କରିବାକୁ ଦେବେ ନାହି
Read More...