ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ “ମହକ’ ଅନୁଷ୍ଠିତ
ସୁବର୍ଣ୍ଣପୁର : ଜିଲ୍ଳା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଳା ସ୍ତରୀୟ ଶିଶୁ ମହୋତ୍ସବ ମହକ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କରେ ରହୁଥିବା ଶିଶୁ ମାନଙ୍କୁ ନେଇ ମହକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଉଦଘାଟନ!-->…
Read More...
Read More...