ଗରିବ ଲୋକଙ୍କ ଜୀବନକୁ ଉନ୍ନତ କରିବା ଦିଗରେ ପଦକ୍ଷେପ ନେଉଛି ୧୨ ବାଟାଲିୟନ ସିଆରପିଏଫ
ଫୁଲବାଣୀ,୯/୧୧:- ସିଆରପିଏଫର ସାମାଜିକ ଦାୟିତ୍ୱର ଏକ ଅଂଶ ଭାବରେ ଏବଂ ଗରିବ ଲୋକଙ୍କ ଜୀବନକୁ ଉନ୍ନତ କରିବା ଦିଗରେ ଏକ ପଦକ୍ଷେପ ଭାବେ ୧୨ ବାଟାଲିୟନ ସିଆରପିଏଫ ଦ୍ୱାରା ସାଡିଙ୍ଗିଆ ପଞ୍ଚାୟତର ସାଧାରଣ ଅଞ୍ଚଳରେ ବୁଧବାର ଦିନ ଏକ ସିଭିକ୍ ଆକ୍ସନ ପ୍ରୋଗ୍ରାମ -୨୦୨୨ ଆୟୋଜନ କରାଯାଇଥିଲା ।!-->…
Read More...
Read More...