ପଞ୍ଚମ ଦିବସରେ ଗଜପତି ଜିଲ୍ଲା ସ୍ତରୀୟ ଆନ୍ତଃ ବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ
ପାରଳାଖେମୁଣ୍ଡି : ପଞ୍ଚମ ଦିବସରେ ଗଜପତି ଜିଲ୍ଲା ସ୍ତରୀୟ ଆନ୍ତଃବିଦ୍ୟାଳୟ ୧୭ ବର୍ଷରୁ କମ୍ ବୟସର ବାଳକ ବାଳିକା ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ସେମି ଫାଇନାଲ ଗଜପତି ଷ୍ଟାଡିୟମ୍ ପାରଳାଖେମୁଣ୍ଡି ପରିସରରେ ହୋଯାଇଅଛି । ପ୍ରଥମ ପ୍ରର୍ଯ୍ୟାୟରେ ଗୋଶାଣୀ ଓ ପାରଳାଖେମୁଣ୍ଡି ପୌର ପାଳିକା ବାଳିକା!-->…
Read More...
Read More...