ବାଇକ-ଇନୋଭା ମୁହାଁମୁହିଁ ଧକ୍କା, ବାଇକ ଚାଳକ ଗୁରୁତର
ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରୀକୁଟି ପଞ୍ଚାୟତ ପାଟାଙ୍ଗୀ ଗ୍ରାମ ନିକଟ ବୁଲାଣିରେ ଅପରାହ୍ନ ପ୍ରାୟ ସାଢେ ୩ଟା ସମୟରେ ଏକ ବାଇକ ଓ ଇନୋଭା କାର ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକ ଜଣକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଆହତ ଜଣକ ଋତୁଙ୍ଗିଆ!-->…
Read More...
Read More...