IAS ସ୍ତରରେ ପୁଣି ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୨୪।୭: IAS ସ୍ତରରେ ପୁଣି ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଗୁରୁବାର ୧୩ଜଣ IAS ଅଫିସରଙ୍କୁ ସରକାର ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି। ରାଜେଶ ପ୍ରଭାକର ପାଟିଲଙ୍କୁ ସମବାୟ ସଚିବ ଭାବେ ନିଯୁକ୍ତି ମିଳିଥିବା ବେଳେ ବିଜୟ କେତନ ଉପାଧ୍ୟାୟ ହୋଇଛନ୍ତି ସଂସ୍କୃତି ସଚିବ।!-->…
Read More...
Read More...