ମହାପ୍ରଭୁଙ୍କ ଦର୍ଶନ କଲେ ୫-ଟି ସଚିବ, ମୁଖ୍ୟମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ
ପୁରୀ : ଆଜି ଭୋରରୁ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଗସ୍ତ କରି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି । ୫ଟି ସଚିବ ଆଜି ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତୀ ଦର୍ଶନ କରିବା ସହ ବେଢା ପରିକ୍ରମା, ବିମଳା ମନ୍ଦିର ଓ ପାର୍ଶ୍ୱଦେବାଦେବୀ ମନ୍ଦିର ଦର୍ଶନ!-->…
Read More...
Read More...