ଓଡିଶାରେ ଗଣମାଧ୍ୟମ ଓ ସାମ୍ବାଦିକଙ୍କ ସମସ୍ୟାର ସମାଧାନ ପାଇଁ ସକ୍ରୀୟତାପୂର୍ବକ ସରକାର ଚିନ୍ତା କରୁଛନ୍ତି –…
ଭୁବନେଶ୍ୱର: ଆଜି ସ୍ଥାନୀୟ ଜୟଦେବ ଭବନ ଠାରେ ରାଷ୍ଟ୍ରଦୀପର ଷଷ୍ଟିପୂର୍ତ୍ତି ସମାରୋହ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ "ରାଷ୍ଟ୍ରଦୀପ" ଓଡିଆ ସମ୍ବାଦପତ୍ର ଜଗତରେ ଏକ ଉଜ୍ୱଳ ଆଲୋକ ବର୍ତ୍ତିକା । ରାଷ୍ଟ୍ରଦୀପ ପରି ରାଷ୍ଟ୍ରୀୟ ବିଚାରଧାରା ପୋଷଣ!-->…
Read More...
Read More...