କଟକଣା ପ୍ରତ୍ୟାହାର କଲେ ରେଭେନ୍ସା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ
Read More...

ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ମହିଳା କର୍ମଚାରୀ ଓ ଛାତ୍ରୀଙ୍କ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି  

କଟକ: ବାଲେଶ୍ୱର ଫକୀରମୋହନ  ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା  ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ନୂଆ ନିର୍ଦ୍ଦେଶନାମା ଜାରି  ହୋଇଛି । ଏଣିକି ଅପରାହ୍ଣ ସାଢ଼େ ୫ଟା ପରେ ବିଶ୍ୱବିଦ୍ୟାଳୟ  କ୍ୟାମ୍ପସ୍‌ରେ କୌଣସି ଅଧ୍ୟାପିକା, ମହିଳା କର୍ମଚାରୀ କିମ୍ବା
Read More...

ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ଢେପାଗୁଡା ଗ୍ରାମରେ ଦେଢଶୁରଙ୍କ କୋଦାଳ ଚୋଟରେ ଭାଇବୋହୂଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।  ପରିବାର ଲୋକଙ୍କ କହିବା ଅନୁଯାୟୀ ଆଜି ସକାଳେ ଭାଇ ବୈମାଝୀ ପ୍ରେପକା ନିଜ ବିଲକୁ ଯାଇ କାମ କରୁଥିବା
Read More...

ଚତୁର୍ଥ ଟେଷ୍ଟରୁ କରୁଣ ନାୟାରଙ୍କ କଟିବ ପତା ! ଏହି ଯୁବ ବ୍ୟାଟସମ୍ୟାନଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ- କରୁଣ ନାୟାରଙ୍କୁ ଦ୍ୱିତୀୟ ସୁଯୋଗ ଦିଆଯାଇଥିଲା କିନ୍ତୁ ସେ ଏହାର ଫାଇଦା ଉଠାଇପାରିଲେ ନାହିଁ। ଚତୁର୍ଥ ଟେଷ୍ଟ ପାଇଁ ଭାରତର ପ୍ଲେଇଂ ଇଲେଭେନରେ ତାଙ୍କ ସ୍ଥାନ ମିଳିବା ସମ୍ଭାବନା କମ୍ ।ଆଠ ବର୍ଷ ପରେ ଟିମ୍ ଇଣ୍ଡିଆ ପାଇଁ ପ୍ରତ୍ୟାବର୍ତ୍ତନ କରୁଥିବା କରୁଣ ନାୟାର ତାଙ୍କର ୬
Read More...

ପୁଣି ଆରମ୍ଭ ହେଲା ଅମରନାଥ ଯାତ୍ରା

ଶ୍ରୀନଗର: ଖରାପ ପାଗ ଏବଂ ରାସ୍ତା ଧସିବା ଯୋଗୁ ଅମରନାଥ ଯାତ୍ରାକୁ ଗୋଟିଏ ଦିନ ପାଇଁ ବନ୍ଦ ହୋଇଥିଲା। ଯାହା ପରେ ଆଜି ଅର୍ଥାତ୍‌ ଶୁକ୍ରବାର ପୁଣି ଏହି ଯାତ୍ରା ଆରମ୍ଭ ହୋଇଛି। ଆଜି ସକାଳେ ବାଲତାଲ ଏବଂ ପହଲଗାମ ଉଭୟ ରୁଟ୍‌ରେ ଯାତ୍ରା ପୁଣି ଆରମ୍ଭ କରାଯାଇଛି। ଅଧିକାରୀମାନେ କହିଛନ୍ତି ଯେ,
Read More...

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର:ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ
Read More...

ମାଡ଼ିଗଲା ଟ୍ରେନ୍‌: ଜଣେ ମୃତ, ୨ ଗୁରୁତର

ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେଶନରେ ଘଟିଛି ଦୁର୍ଘଟଣା। ବିଶାଖାପାଟଣାଠାରୁ ଦୁର୍ଗ ଅଭିମୁଖେ ଯାଉଥିବା ଟ୍ରେନ୍‌ ନମ୍ବର ୫୮୫୨୮ ରେଳଷ୍ଟେଶନ ପୂର୍ବରୁ ୩ ନମ୍ବର ପ୍ଲାଟ୍‌ଫର୍ମରେ ଏକ ଲାଇଟ ମୋଟର ଟ୍ରଲିକୁ ପଛପଟୁ ଧକ୍କା ଦେଇଥିଲା। ଏକା ରେଳଧାରଣାରେ ସମାନ ସମୟରେ ଟ୍ରେନ୍‌ ଓ ଟ୍ରଲି ରହିବାରୁ
Read More...

ଭୂକମ୍ପରେ ଥରିଲା ଆମେରିକା

ୱାଶିଂଟନ: ଆମେରିକାରେ ଏକ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଯାଇଛି। ବୁଧବାର ଦିନ ଆମେରିକାର ଆଲାସ୍କା ରାଜ୍ୟର ଉପକୂଳରେ ୭.୩ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଯାଇଛି। ଯାହା ପ୍ରଭାବରେ ଆମେରିକା ଥରହର ହୋଇ ପଡ଼ିଥିଲା। ଯାହା ପରେ ପରେ ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣରୁ ସୁନାମୀ
Read More...

ଇଂଲଣ୍ଡରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଟଙ୍କା ବର୍ଷା, ଜାଣନ୍ତୁ ଭାରତର ଯୁବ ବ୍ୟାଟସମ୍ୟାନ୍ କେତେ ଫି ନିଅନ୍ତି?

ନୂଆଦିଲ୍ଲୀ- ଇଂଲଣ୍ଡରେ ଚର୍ଚ୍ଚାରେ ରହିଛନ୍ତି ବୈଭବ ସୂର୍ଯ୍ୟବଂଶୀ , ତାଙ୍କ ବ୍ୟାଟରୁ ରନ ବର୍ଷା ହେଉଛି। ୧୪ ବର୍ଷୀୟ ବୈଭବ ଏପର୍ଯ୍ୟନ୍ତ ଅନେକ ରେକର୍ଡ କରିଛନ୍ତି। କିନ୍ତୁ, ଏହା ସହିତ, ସେ ବହୁତ ରୋଜଗାର ମଧ୍ୟ କରୁଛନ୍ତି। ପ୍ରକୃତରେ, ପ୍ଲେଇଂ ଇଲେଭେନରେ ତାଙ୍କର ସାମିଲ ହେବା ତାଙ୍କ
Read More...

କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ, ଜନତା ହେଉଛନ୍ତି ହଇରାଣ

ଭୁବନେଶ୍ବର- ବାଲେଶ୍ବର କଲେଜ ଛାତ୍ରୀଙ୍କୁ ନ୍ୟାୟ ଦେବାକୁ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ କରାଯାଇଥିବା ବେଳେ ଅନ୍ୟପଟେ ଓଡିଶା ବନ୍ଦ ପାଇଁ ସମସ୍ୟା ଭୋଗୁଛନ୍ତି ସାଧାରଣ ଲୋକ। ଗାଡି ଚଳାଚଳ ହେଉନଥିବାରୁ  ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ଶତାଧିକ ଲୋକଙ୍କ ଭିଡ ଜମିଛି। ଏହି ଭିଡ ଭିତରେ ବି
Read More...