ଖଣି ଦୁର୍ଘଟଣାର ୧୪ ଶ୍ରମିକ ମୃତ
ନୂଆଦିଲ୍ଲୀ,୧୮/୯: ଚଳିତମାସ ପ୍ରଥମ ସପ୍ତାହରେ ଚୀନ ହେବେଇସ୍ଥିତ ଏକ ଲୁହା ଖଣିରେ ପାଣି ଭରି ଯାଇଥିଲା । ଫଳରେ ୧୪ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିଖୋଜ ଅଛନ୍ତି । ଖଣିରେ ଚଳା ଯାଇଥିବା ଉଦ୍ଧାର କାର୍ଯ୍ୟ ସମାପ୍ତ ହୋଇଥିବା ଆନୁଷ୍ଠାନିକ ଘୋଷଣା କରାଯାଇଛି । ତାଙ୍ଗସାନ ସହର!-->…
Read More...
Read More...