ଏବେ ବର୍ଷା ନାହିଁ, ବଢିବ ଦିନ ତାପମାତ୍ରା
ଭୁବନେଶ୍ବର: ଆଗାମୀ ୨ରୁ ୩ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନଥିବାରୁ ଦିନ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଏହି ସୂଚନାରେ ଆହୁରି ମଧ୍ୟ କୁହାଯାଇଛି ଯେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ!-->!-->!-->…
Read More...
Read More...