ଭୁବନେଶ୍ୱରରେ ପହଞ୍ଚିଲା ଏୟାରଫୋର୍ସର ଏଏନ୍୩୨ ବିମାନ
ଭୁବନେଶ୍ବର: ଆଜାଦି କା ଅମୃତ ମହୋତ୍ସବ ଉପଲକ୍ଷେ ବାୟୁସେନାର ସୂର୍ଯ୍ୟକିରଣ ଏୟାର ସୋ ପାଇଁ ଆଜି ଭୁବନେଶ୍ୱରରେ ପହଞ୍ଚିଛି ଏୟାରଫୋର୍ସର ଏଏନ୍୩୨ ବିମାନ। ଏଥିରେ ଆସିଛନ୍ତି ଇଣ୍ଡକ୍ସନ ଟିମ ସୋ’ରେ ଭାଗ ନେବାକୁ ଥିବା ୧୧ଟି ହକ ବିମାନ। ସୋ’ରେ ୯ଟି ହକ ବିମାନ ଅଂଶଗ୍ରହଣ କରିବ ଓ ୨ଟି ଷ୍ଟାଣ୍ଡ!-->…
Read More...
Read More...