୪ ମହଲା କୋଠା ଭୁଶୁଡ଼ି ୩ ଶ୍ରମିକ ମୃତ
ନୂଆଦିଲ୍ଲୀ : ଦିଲ୍ଲୀ ଆଜାଦ ମାର୍କେଟରେ ଆଜି ଏକ ବଡ଼ ଧରଣର ଅଘଟଣ ଘଟିଛି । ଏକ ନିର୍ମାଣାଧିନ ୪ ମହଲା କୋଠା ଭୁଶୁଡି ପଡ଼ିବାରୁ ୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମାଟିତଳେ ୬ରୁ ୭ଜଣ ଜଣ ଶ୍ରମିକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି । ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି!-->…
Read More...
Read More...