ଜଲେଶପଟ୍ଟା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଆଶ୍ରମରେ ଜନ୍ମାଷ୍ଟମୀ ଉତ୍ସବ ଓ ସ୍ୱାମୀଜୀଙ୍କ ୧୪ତମ ଶ୍ରାଦ୍ଧବାର୍ଷିକୀ…
ବାଲିଗୁଡ଼ା: ଆଜି ପବିତ୍ର ଜନ୍ମାଷ୍ଟମୀ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ଜଲେଶପଟ୍ଟା ଆଶ୍ରମରେ ମହା ଆଡ଼ମ୍ବରରେ ପାଳନ ହେଉଛି ଏହି ଉତ୍ସବ । ଏଥିସହିତ ଏହି ତିଥିରେ ପାଳନ ହେଉଛି ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷୀକୀ । ଏନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ!-->…
Read More...
Read More...