ଆଜି ବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ୱାସୁର ବଧ ବେଶ
ପୁରୀ : ଆଜି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ୱାସୁର ବଧ ବେଶ ଅନୁଷ୍ଠିତ ହେବ । ଦ୍ୱାପର ଯୁଗରେ ଭଗବାନ ଶ୍ରୀକୃଷ୍ଣ ବୃନ୍ଦାବନରେ ଗୋପାଳବାଳକମାନଙ୍କ ସହିତ ଖେଳୁଥିଲେ । ସେହି ସମୟରେ ଭଗବାନ ଶ୍ରୀକୃଷ୍ଣଙ୍କୁ!-->…
Read More...
Read More...