ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଆଜି
ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ । ଆଜିଠାରୁ ମହାପ୍ରଭୁଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି, ବକାସୁର ବଧ ଓ ଅର୍ଘାସୁର ବଧ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନଧୂପ ପରେ ରାମ ଓ କୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକ!-->…
Read More...
Read More...