ପୁରୀ ସଦର ବ୍ଲକର ବିଭିନ୍ନ ଅଂଚଳ ପରିକ୍ରମା କଲା ଅହିଂସା ରଥ
ପୁରୀ : ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତ ଅହିଂସା ରଥ ଆଜି ପୁରୀ ସଦର ବ୍ଲକର ବିଭିନ୍ନ ଅଞ୍ଚଳ ପରିକ୍ରମା କରିଛି । ବାଲି ଗୁଆଳି ନିକଟରେ ଏହି ଅଂହିସା ରଥକୁ ଭବ୍ୟ ସ୍ୱାଗତ କରାଯାଇଥିଲା । ସଦର ବ୍ଲକ ଅଧ୍ୟକ୍ଷ ଦିବାକର ପାତ୍ର, ଜିଲ୍ଲା ମହିଳା ବିଜୁ ଜନତା ଦଳ ସଭାପତି ତଥା!-->…
Read More...
Read More...