୨ ଟ୍ରକ୍ ମୁହାଁମୁହିଁ ଧକ୍କା,୨ ମୃତ
ନୂଆପଡ଼ା: ୩୫୩ ନମ୍ବର ଜାତୀୟ ରାଜପଥରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ ଗତ ରାତି ପ୍ରାୟ ୨ଟା ବେଳେ ନୂଆପଡ଼ା ଜିଲ୍ଲା କୋମନା ଥାନାର ତରବୋଡ଼ ଗାଁ ନିକଟରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲେ। ଏହାଫଳରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ!-->…
Read More...
Read More...