ବ୍ରଜରାଜନଗର ଉପନିର୍ବାଚନ : ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

0 130

ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ । ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କଲା ବିଜୁ ଜନତା ଦଳ । ଏହି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ପ୍ରସନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ମନ୍ତ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଅରୁଣ ସାହୁ, ସଞ୍ଜୟ କୁମାର ଦାସ ବର୍ମା, ମନ୍ତ୍ରୀ ସମୀର ରଞ୍ଜନ ଦାସ, ମନ୍ତ୍ରୀ ନବ କିଶୋର ଦାସ ପ୍ରମୁଖ ଅଛନ୍ତି ।

hiring
hiranchal ad1
Leave A Reply

Your email address will not be published.

3 × one =