ଦିଲ୍ଲୀପ ପଣ୍ଡା ହେଲେ ବିଜେପୁରରୁ କଂଗ୍ରେସ ପ୍ରାର୍ଥୀ

0 593

ଭୁବନେଶ୍ୱର: ବିଜେପୁର ଉପନିର୍ବାଚନ ପାଇଁ ଦିଲ୍ଲୀପ କୁମାର ପଣ୍ଡାଙ୍କୁ କଂଗ୍ରେସ ନିଜର ପ୍ରାର୍ଥୀ କରିବ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି ଏହି ନାଁ ଘୋଷଣା କରିଛନ୍ତି । ଏହାସହିତ ବିଜେପୁରରୁ ଦଳୀୟ ପ୍ରାର୍ଥୀ ହେବାକୁ ଆଶା ବାନ୍ଧିଥିବା ବରିଷ୍ଠ ନେତା ରିପୁନାଥ ସେଠ୍ ଓ ତାଙ୍କ ପୁଅ ଅଭିଷେକ ସେଠଙ୍କୁ ନିରାଶ ହେବାକୁ ପଡ଼ିଛି।

hiranchal ad1
Leave A Reply

Your email address will not be published.

2 × two =