ପାରଳାରେ ନିର୍ମାଣ ଶ୍ରମିକଙ୍କୁ ସହାୟତା ପ୍ରଦାନ

0 575

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପରିଷଦ ପକ୍ଷରୁ ଆଜି ଶ୍ରମିକ କଲ୍ୟାଣ ଯୋଜନାରେ ସ୍ୱତନ୍ତ୍ର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ହିତାଧିକାରୀଙ୍କୁ ୧୫୦୦ ଟଙ୍କା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପାରଳା ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ କୁମାର ରାଉତ ଓ ଜିଲ୍ଲା ଶ୍ରମ ଅଧିକାରୀ ଉପସ୍ଥିତ ରହି ନିର୍ମାଣ ଶ୍ରମିକ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଥିଲେ ।

hiranchal ad1
Leave A Reply

Your email address will not be published.

three × 2 =