ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

0 640

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାର ଅଗଣିତ ଭାଇଭଉଣୀ ଓ ପ୍ରବାସୀ ଓଡ଼ିଆମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ, ଆମ ସମସ୍ତଙ୍କୁ ଦୃଢ଼ତାର ସହ କରୋନା ମୁକାବିଲା ପାଇଁ ଶକ୍ତି ଦେଉ ବୋଲି କାମନା କରିଛନ୍ତି ।

hiranchal ad1
Leave A Reply

Your email address will not be published.

18 − 7 =