ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ 6000 ଟଙ୍କାର ଚେକ ପ୍ରଦାନ କରିଛନ୍ତି ସୂର୍ଯ୍ୟ ନାରାୟଣ ପଟ୍ଟନାୟକ

0 1,137

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଜିଲ୍ଲାପା ଙ୍କୁ ସାକ୍ଷାତ କରି ଗଜପତି ଜିଲ୍ଲା କୃଷକ ସଭାପତି ସୂର୍ଯ୍ୟ ନାରାୟଣ ପଟ୍ଟନାୟକ କୋରନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ଜନ କଲ୍ୟାଣ ନିମନ୍ତେ 6000 ଟଙ୍କାର ଚେକ ପ୍ରଦାନ କରିଥିବାରୁ ଜିଲ୍ଲା ପ୍ରଶାସନ ତରଫରୁ ଧନ୍ୟବାଦ ଜଣାଯାଇଛି।

hiranchal ad1
Leave A Reply

Your email address will not be published.

eleven − six =