ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କୁ ହୃଦ୍‌ଘାତ ; ନିଜେ ଚାଲିଗଲେ, ବଞ୍ଚାଇଲେ ୨୫ ଯାତ୍ରୀଙ୍କ ଜୀବନ

0 95

ମାଲକାନଗିରି: ଚଳନ୍ତା ବସ୍‌ରେ ଡ୍ରାଇଭରଙ୍କୁ ହୃଦ୍‌ଘାତ ହୋଇଛି। ନିଜେ ଚାଲିଗଲେ ମଧ୍ୟ ସେ ୨୫ ଯାତ୍ରୀଙ୍କ ଜୀବନ ବଞ୍ଚାଇ ଦେଇଛନ୍ତି। ବିଜୟନଗରମରୁ ମାଲକାନଗିରି ଆସୁଥିବା ଓଡ଼ିଶା ରାଜ୍ୟ ପରିବହନ ବିଭାଗର ବସ୍‌ର ଡ୍ରାଇଭର ପି.ସାଇକୃଷ୍ଣ କୁନ୍ଦୁଲି ନିକଟରେ ଛାତିରେ ଯନ୍ତ୍ରଣା ହେବାରୁ ସେ ଉପସ୍ଥିତ ବୁଦ୍ଧି ଖଟାଇ ରାସ୍ତା କଡ଼ରେ ବସ୍‌ଟିକୁ ରଖିଦେଇ ଥିଲେ ଅନ୍ୟ ଜଣେ ଅତିରିକ୍ତ ଡ୍ରାଇଭର କର୍ମଚାରୀ ଆମ୍ବୁଲାନ୍ସକୁ ସୂଚନା ଦେଇଥିଲେ ଆମ୍ବୁଲାନ୍ସ ଆସିବାରେ ବିଳମ୍ବ ସୂଚନା ପାଇବା ପରେ ରୁରନ୍ତ କୋରାପୁଟକୁ ଆସି ପରେ କଣ୍ଡକ୍ଟରଙ୍କ ସହିତ ଅଟୋ ସାହାଯ୍ୟରେ ମେଡ଼ିକାଲ କଲେଜକୁ ନେଇଥିଲେ।

hiranchal ad1
Leave A Reply

Your email address will not be published.

eighteen − fifteen =